Posted inଜାତୀୟ

ବନ୍ୟା ପ୍ରପୀଡିତଙ୍କ ପାଇଁ ମୋଦିଙ୍କୁ ସହାୟତା ମାଗିଲେ ରାହୁଲ

ନୂଆଦିଲ୍ଲୀ, ୯।୮: କେରଳରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡିଛି। ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ବାୟନାଡ ଜିଲା। ଏଠାରୁ ଏମ୍‌ପି ଥିବା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବନ୍ୟା ପ୍ରପୀଡିତଙ୍କୁ ସହାୟତା ଯୋଗାଇ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ, କେରଳରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏର୍ନାକୁଲମ, ତ୍ରିଶୁର, ପଠାନମଥିଟ୍ଟା, ମଲ୍ଲପୁରମ ଆଦି ଜିଲାରେ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ବର୍ଷା ପାଣି ଘରେ ପଶିଯିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି। ଏପର୍ଯ୍ୟନ୍ତ ବନ୍ୟା ଯୋଗୁ ୧୪ ଜଣଙ୍କ ଲୋକଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri