ବରିଷ୍ଠ ନାଗରିକ ମଞ୍ଚର ଆର୍ଥିକ ସହାୟତା

ଖଇରା, ୩।୪(ଡି.ଏନ.ଏ.)-ଖଇରା ବରିଷ୍ଠ ନାଗରିକ ମଞ୍ଚ ଓ କୁପାରୀ ଗଡଚଣ୍ଡୀ ସାଂସ୍କୃତିକ ପରିଷଦ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଢିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି। ଗୁରୁବାର ପୂର୍ବାହ୍ନରେ ବରିଷ୍ଠ ନାଗରିକ ମଞ୍ଚର ସଭାପତି ଶରତ କୁମାର ବିଶ୍ୱାଳ, ସମ୍ପାଦକ ମୁକ୍ତିକାନ୍ତ ଶତପଥୀ, କୋଷାଧ୍ୟକ୍ଷ ଅନାମ ଚରଣ ପଣ୍ଡା, ଜଗତାନନ୍ଦ ମହାପାତ୍ର, ସନ୍ତୋଷ କୁମାର ଶତପଥୀ ପ୍ରମୁଖ ଖଇରା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କ କାର୍ଯ୍ୟାଳୟକୁ ଯାଇ ତାଙ୍କୁ ୨୦ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି ା ସେହିଭଳି ଗଡଚଣ୍ଡୀ ସାଂସ୍କୃତିକ ପରିଷଦ ପକ୍ଷରୁ ସଭାପତି ଶରତ କୁମାର ବିଶ୍ୱାଳ ୫ ହଜାର ଟଙ୍କାର ଚେକ ପ୍ରଦାନ କରିଛନ୍ତି ା ଏହାବ୍ୟତୀତ ବ୍ଲକ ଉପାଧ୍ୟକ୍ଷ ଜୟନ୍ତ କୁମାର ରାଉତଙ୍କ ପକ୍ଷରୁ ଆର୍ଥତ୍କ ସହାୟତା ବିଡିଓଙ୍କ ମାଧ୍ୟମରେ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ପିଟିଲା ବାଇକ୍‌, ୩ ଗୁରୁତର

ମୋହନା ୧ା୧(ମନ୍ମଥ ମିଶ୍ର)- ଗଜପତି ଜିଲା ମୋହନାସ୍ଥିତ କଣ୍ଟେଇକୋଳି ଗାଁ ନିକଟରେ ବୁଧବାର ସ୍କୁଟି ସହ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣ...

ଆଇଡି ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ୨ ମାଓବାଦୀଙ୍କୁ ବାନ୍ଧିଲା ସୁକ୍‌ମା ପୋଲିସ

ମାଲକାନଗିରି,୧ା୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ସୁକ୍‌ମା ଜିଲା ପୋଲିସ ୨ ମାଓବାଦୀଙ୍କୁ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋଡି ମୁକା ଓ ସୋଡି ଭୀମା। ସୂଚନାଯୋଗ୍ୟ, କୁନ୍ଦେଡ...

ଯୁଗ୍ମ ନିର୍ଦ୍ଦେଶକ ଭାବେ ପଦୋନ୍ନତି ପାଇଲେ କେନ୍ଦୁଝର ମାଟିର ପୁଅ ସଞ୍ଜୀବ କୁମାର

କେନ୍ଦୁଝର,୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ମାଟିର ପୁଅ ତଥା ସଫଳତାପୂର୍ବକ କେନ୍ଦୁଝର ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଦୀର୍ଘ ବର୍ଷ ଦାୟିତ୍ୱ ସମ୍ପନ୍ନ...

କାର୍ଯ୍ୟରେ ଯୋଗଦାନ ପରେ ପ୍ରକଳ୍ପ ପରିଦର୍ଶନ କଲେ ପ୍ରକଳ୍ପ ପ୍ରଶାସକ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ନୂତନ ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ବୁଧବାର କାର୍ଯ୍ୟରେ ଯୋଗଦାନ କରିବା...

ସ୍ବାବଲମ୍ବୀ ଲକ୍ଷ୍ୟରେ ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା

ପଞ୍ଚଲିଙ୍ଗେଶ୍ୱର,୧ା୧(ଲେଲିନ କୁମାର ଦେ): ବାଲେଶ୍ୱର ଜିଲା ଔପଦା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତର ସନ୍ତରାଗଡ଼ିଆ ଏବଂ ଆଖପାଖ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ମହିଳା ବିଗତ ଦେଢ଼ବର୍ଷ...

ବୀଭତ୍ସ ହତ୍ୟା: ଗାଁ ଦାଣ୍ଡରେ ଯୁବକଙ୍କୁ ହାଣିଲେ, ପଣାଖୁଣ୍ଟିରେ ବଳିଦେଲେ ପିଶାଚ ଯୁବକ

ପରଜଙ୍ଗ,୧ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ। ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣି ଗାଁ ଚୌପାଢ଼ିରେ ଥିବା ଠାକୁରାଣୀଙ୍କ...

ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଭାବେ କାର୍ଯ୍ୟରେ ଯୋଗଦେଲେ ଗଦାଧର ପାତ୍ର, କହିଲେ ଜନଜାତି…

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର ନୂତନ ବର୍ଷ ବୁଧବାରରେ...

ନୂଆବର୍ଷରେ ବାବା ଆଖଣ୍ଡଳମଣିକୁ ଦର୍ଶନ କଲେ ଶ୍ରଦ୍ଧାଳୁ

ଧୂଷୁରୀ,୧ା୧(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ନୂଆବର୍ଷ ଉପଲକ୍ଷେ ଶ୍ରଦ୍ଧାଳୁମାନଙ୍କର ଭିଡ଼ ପରିଲକ୍ଷିତ ହୋଇଥିଲା। ଭୋର୍‌ ୪.୩୦ରେ ମନ୍ଦିର ପହଡ଼ ଖୋଲିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri