ବାଇକ୍‌ ଦୁର୍ଘଟଣାରେ ୨ ମୃତ

ଦେବଗଡ଼/ ବାରକୋଟ, ୧୫।୧୨ (ଡି.ଏନ.ଏ.)- ଦେବଗଡ଼ ଜିଲା ଦେବଗଡ଼ ସଦର ଥାନା ଅନ୍ତର୍ଗତ କଣ୍ଢଳ ଗ୍ରାମଠାରେ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଶନିବାର ସନ୍ଧ୍ୟାରେ ବାଇକ ଦୁର୍ଘଟଣା ଘଟି ରମାକାନ୍ତ ରାଉତ (୨୩) ଏବଂ କନ୍ଦରପ ସାହୁ (୬୨) ନାମକ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। କଣ୍ଢଳ ଗ୍ରାମର ଗିରିଧାରି ରାଉତଙ୍କ ପୁଅ ରମାକାନ୍ତ ନିଜ ବାଇକ ନଂ. ଓଡି ୨୮ ଏ- ୨୫୩୧ ଯୋଗେ ଦ୍ରୁତଗତିରେ ଦେବଗଡ ପଟକୁ ଯାଉଥିବା ବେଳେ କଣ୍ଢଳ ତାରିଣୀ ଛକ ବସଷ୍ଟାଣ୍ଡ ନିକଟରେ ଦୁର୍ଘଟଣା ଘଟିଥିଲା। ଫଳରେ ଘଟଣାସ୍ଥଳରେ ଉଭୟେ ଛିଟିକି ପଡି ଗୁରୁତର ହୋଇଥିଲେ । ଉଭୟଙ୍କୁ ପ୍ରଥମେ କଣ୍ଢଳ ସ୍ଥିତ ଏକ କ୍ଲିନିକ ନେଇ ପ୍ରାଥମିକ ଚିକିତ୍ସା ପରେ ଦେବଗଡ ପଠାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଉଭୟେ ମୃତ୍ୟୁବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍‌ଅପ୍‌ ଜବତ, ଜଣେ ଗିରଫ

ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା...

ଜଙ୍ଗଲୀ ବାର୍‌ହା ଶିକାର କରି ୪ ଅଟକ

ଦେବଗଡ଼,୧୧ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବନାଞ୍ଚଳ ବଳମ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ପଞ୍ଚମହଲା ଗ୍ରାମ ନିକଟ ଖସଡ଼ା ଜଙ୍ଗଲରେ ଏକ ବାର୍‌ହା ଶିକାର କରାଯାଇଛି। ଏହି...

ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟରକୁ ଧକ୍କା ଦେଲା ହାଇୱା: ଜଣେ ମୃତ

ଦେବଗଡ଼,୮।୪:(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଆମ୍ବକଟା ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଠିଆ ହୋଇଥିବା ଏକ ଧାନ ଅମଳ ମେଶିନ ବୋଝେଇ...

ଭାଜପା ପକ୍ଷରୁ ୪୬ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ ଶୋଭାଯାତ୍ରା

ଦେବଗଡ,୮।୪(ଶଶାଙ୍କ ଶେଖର ଝାଙ୍କର):ଭାରତୀୟ ଜନତା ପାର୍ଟି ପକ୍ଷରୁ ଦେବଗଡ ଜିଲା ଭାଜପା କାର୍ଯ୍ୟାଳୟରେ ଭାଜପାର ୪୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଭାଜପା ଦେବଗଡ...

ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଅଣ୍ଡର ୧୫ ଫୁଟବଲ ଚମ୍ପିୟାନସିପ ଶୁଭ ଉଦ୍‌ଘାଟନ

ଦେବଗଡ଼,୮।୪(ଶଶାଙ୍କ ଶେଖର ଝାଙ୍କର): ଜିଲା କ୍ରୀଡା ସଂଘ ଓ ଜିଲା ପ୍ରଶାସନ ଆନୁକୂଲ୍ୟରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ସୋମବାର ଅପରାହ୍ନ ୪ଟାରେ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି...

ଜାଲ ଦସ୍ତାବିଜ ବଳରେ ଜମି ବିକ୍ରି ଉଦ୍ୟମ : ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ କଲେ ଜିଲା ଉପନିବନ୍ଧକ

ଦେବଗଡ଼,(ଶଶାଙ୍କ ଶେଖର ଝାଙ୍କର): ଜାଲ ଦସ୍ତାବିଜ ବଳରେ ଦେବଗଡ ପୌରାଞ୍ଚଳ ବାବୁସାହି(ୟୁନିଟ-୮)ର ଏକ ମୂଲ୍ୟବାନ ଜମି ବିକ୍ରୀ ଉଦ୍ୟମ ହେଉଥିବା ଜିଲା ଉପନିବନ୍ଧକଙ୍କ ଦ୍ୱାରା ଧରା...

୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ

ଦେବଗଡ଼,୬।୪(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ ହୋଇଛି। ୧୬ ବର୍ଷର ନାବାଳକ ବଳାତ୍କାର କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ରିଆମାଳ...

ଏଣିକି ନିଜ ଲଢ଼େଇ ନିଜର

ଦେବଗଡ଼,୬।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ବୁଢାପାଳସ୍ଥିତ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟରେ ଗତ ମାସ ୨୧ ତାରିଖଠାରୁ ଆରମ୍ଭ ହୋଇଥିବା ଛାତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image