Posted inଜାତୀୟ

ବାଲ୍‌ ପୁରସ୍କାର ବିଜେତାଙ୍କୁ ଭେଟିଲେ ମୋଦି: କହିଲେ, ତୁମମାନଙ୍କଠାରୁ ମୋତେ ପ୍ରେରଣା ମିଳୁଛି

ନୂଆଦିଲ୍ଲୀ,୨୪।୧: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୪୯ଜଣଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’ ପ୍ରଦାନ କରିଛନ୍ତି। ଚଳିତବର୍ଷ ପୁରସ୍କାର ବିଜେତାଙ୍କୁ ଶୁକ୍ରବାର ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ କହିଛନ୍ତି, ଆଜିକାଲି ପିଲାମାନଙ୍କ ସମାଜ ଏବଂ ରାଷ୍ଟ୍ର ପ୍ରତି ସଚେତନ ଭାବ ଦେଖି ନିଜକୁ ଗର୍ବିତ ମନେ କରୁଛି। ଏତେ କମ ବୟସରେ ବିଭିନ୍ନ କ୍ଷେତ୍ରରେ ତୁମେମାନେ ଯେଉଁଭଳି ନିଜର ପ୍ରତିଭା ଦେଖାଇଛ, ତାହା ମୋତେ ଆଶ୍ଚର୍ଯ୍ୟ କରିଛି। ତୁମମାନଙ୍କଠାରୁ ଅନେକ କିଛି ପ୍ରେରଣା ମିଳିଛି ବୋଲି ପୁରସ୍କୃତ ପିଲାମାନଙ୍କୁ ମୋଦି କହିଥିଲେ। ସୂଚନାଯୋଗ୍ୟ, ସମାଜସେବା, କଳା, ସଂସ୍କୃତି ଓ କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷ ଓ ଉଲ୍ଲେଖନୀୟ କୃତିତ୍ୱ ପାଇଁ ଛାତ୍ରୀଛାତ୍ରଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’ ଦିଆଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ୟାରିସ ଅଲମ୍ପିକ୍ସରେ ଜିତିଥିବା ଦୁଇଟି ଯାକ ମେଡାଲ ଫେରାଇବେ ମନୁ ଭାକର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୫।୧: ପ୍ୟାରିସ ୨୦୨୪ରେ ଦୁଇଟି ମେଡାଲ ବିଜେତା ମନୁ ଭାକର ନିଜ ପଦକ ଫେରାଇବାକୁ ଯାଉଛନ୍ତି। ମନୁ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଓ...

ପରାଜୟ ପରେ ସ୍ମୃତି ଇରାନୀଙ୍କ କମ୍‌ବ୍ୟାକ୍‌, ମୋଦିଙ୍କ ଟିମ୍‌ରେ ପୁଣି ହେଲେ ସାମିଲ୍‌

ନୂଆଦିଲ୍ଲୀ,୧୫।୧: ୨୦୨୪ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଛଅ ମାସରୁ ଅଧିକ ସମୟ ଧରି ଲୋକଲୋଚନରୁ ଦୂରେଇ ରହିଥିଲେ ସ୍ମୃତି ଇରାନୀ। ମଝିରେ...

ସାମ୍ନାକୁ ଆସିଲା ସୁନ୍ଦରୀ ସ୍ବାଧୀ ହର୍ଷାଙ୍କ ସତ! ଏହି କାମ କରି ରୋଜଗାର କରୁଛନ୍ତି କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୧୫।୧: ମହାକୁମ୍ଭ ୨୦୨୫ରେ କୋଟି କୋଟି ଭକ୍ତଙ୍କ ଭିଡ଼ରେ, ବାବା ଓ ନାଗାସାଧୁଙ୍କ ମଧ୍ୟରେ ଯିଏ ଅଧିକ ଭାଇରାଲ ହେଛନ୍ତି ସେ ହେଲେ ସ୍ବାଧୀ ହର୍ଷାରିଚାରିଆ।...

ମେଟା: ଚିନ୍ତାରେ କେନ୍ଦ୍ର

ନୂଆଦିଲ୍ଲୀ,୧୫।୧: ଆମେରିକୀୟ ସୋସିଆଲ ମିଡିଆ ଜାଏଣ୍ଟ ମେଟା ସିଇଓ ମାର୍କ ଜୁକରବର୍ଗ ଜାନୁଆରୀ ୧୦ରେ ପୋଡ୍‌କାଷ୍ଟର ଜୋ ରୋଗାନ୍‌ଙ୍କୁ ସାକ୍ଷାତକାର ଦେଇ କହିଥିଲେ, ୨୦୨୪ ଅଧିକାଂଶ...

video: ପ୍ରେମିକାଙ୍କୁ ବଶୀଭୂତ କରିବାର ଉପାୟ! ମହାକୁମ୍ଭର ସୁନ୍ଦରୀ ସ୍ବାଧୀ ହର୍ଷା ଦେଲେ ମନ୍ତ୍ର, ୧୧ଦିନ ଭିତରେ କାମ ନ ଦେଲେ…

ନୂଆଦିଲ୍ଲୀ,୧୫।୧:ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭରେ ଦେଶ ଏବଂ ବିଶ୍ୱର ବିଭିନ୍ନ ସ୍ଥାନରୁ ସନ୍ଥ ଏବଂ ମୁନିମାନଙ୍କ ସହିତ କୋଟି କୋଟି ଭକ୍ତଙ୍କ ସମାଗମ ହୋଇଛି। ବିଶ୍ୱାସର ଏହି...

ଭାରତୀୟ ନୌସେନାରେ ଯୋଡ଼ି ହେଲା ୩ ଯୁଦ୍ଧ ଜାହାଜ, ପ୍ରଧାନମନ୍ତ୍ରୀ କହିଲେ ଦେଶର ସୁରକ୍ଷାରେ…

ନୂଆଦିଲ୍ଲୀ,୧୫ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମୁମ୍ବାଇର ଭାରତୀୟ ନୌସେନା ଡକୟାର୍ଡରେ ପହଞ୍ଚି ତିନୋଟି ନୌସେନା ଯୁଦ୍ଧଜାହାଜ-INS ସୁରତ, INS ନୀଳଗିରି ଏବଂ INS ବାଘଶୀରକୁ...

କିଏ ଏହି ନାଗିନ ସାଧ୍ୱୀ, କୁମ୍ଭମେଳାରେ ସ୍ନାନ କରିବାବେଳେ ନାଗାସାଧୁଙ୍କ କରନ୍ତି ଅପେକ୍ଷା

ନୂଆଦିଲ୍ଲୀ,୧୫।୧:ପ୍ରୟାଗରାଜର ସଙ୍ଗମ ନଗରୀରେ ଆଜି ମହାକୁମ୍ଭର ତୃତୀୟ ଦିନ। ଗୋଟିଏ ଦିନ ପୂର୍ବରୁ, ମକର ସଂକ୍ରାନ୍ତିରେ, ସାଢେ ୩ କୋଟି ଲୋକ ଅମୃତ ସ୍ନାନ କରିଥିଲେ।...

ଯୁଦ୍ଧରେ କେରଳ ଯୁବକଙ୍କ ମୃତ୍ୟୁ ପରେ ଆକ୍ସନକୁ ଆସିଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୧୫।୧: ୟୁକ୍ରେନ୍‌ ଯୁଦ୍ଧରେ ରୁଷିଆ ପାଇଁ ଲଢୁଥିବା ଜଣେ କେରଳୀ ଯୁବକଙ୍କ ମୃତ୍ୟୁ ଓ ଅନ୍ୟ ଜଣେ ଆହତ ହେବା ଘଟଣାକୁ ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image