ବିନାଯାଞ୍ଚରେ ଦିଆଯିବ ନାହିଁ ମୃତଦେହ

ଭୁବନେଶ୍ବର,୫।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଭୁବନେଶ୍ବର ଏମ୍ସକୁ ଆସିଥିବା ମୃତଦେହ ଗୁଡିକ ବିନା ଯାଞ୍ଚରେ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଏ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। ଭୁବନେଶ୍ବର ଏମ୍ସକୁ ଆସିଥିବା ମୃତଦେହ ଗୁଡିକ ଡିଏନଏ ସାମ୍ପୁଲ ରଖାଯାଇଛି । କାରଣ ଏକାଧିକ ଲୋକ ଗୋଟିଏ ମୃତଦେହର ଦାବିଦାର ରହୁଛନ୍ତି । ତେଣୁ ଉପଯୁକ୍ତ ଯାଞ୍ଚ କରାଯାଇ ପରିବାରବର୍ଗଙ୍କୁ ମୃତଦେହ ହସ୍ତାନ୍ତର କରାଯିବ । କୌଣସି ଲୋକ ବିନା ଯାଞ୍ଚରେ ଏଠାରୁ ମୃତଦେହ ନେଇପାରିବେ ନାହିଁ ବୋଲି କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୩।୧: ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୪।୧: ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ...

ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୪/୧(ଅନିଲ ଦାସ):ରାଜ୍ୟ ସରକାର ଗତ ଡିସେମ୍ବରରେ ହୋଇଥିବା ‘ଅଦିନିଆ ବର୍ଷା’କୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ଅଦିନିଆ ବର୍ଷା ଯୋଗୁ ବ୍ୟାପକ ଫସଲ କ୍ଷୟକ୍ଷତିକୁ...

ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦ ୬ରେ ବିଜେଡିର ଗଣବିକ୍ଷୋଭ

ଭୁବନେଶ୍ୱର,୩ା୧(ଅନିଲ ଦାସ): ଅତ୍ୟାବଶ୍ୟକ ଜିନିଷର ଅହେତୁକ ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି ଓ ରାଜ୍ୟ ସରକାର ଦରଦାମ୍‌ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି ବୋଲି ବିଜେଡି...

ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ: ଉଗ୍ରସେନ ଗାଦିଚ୍ୟୁତ, ଚାଲିଲା କଂସ ରାଜୁତି

ବରଗଡ଼, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ଉଦଘାଟିତ ହେଇଛି। ବରଗଡ଼ ଲୋକସଭା ସାଂସଦ...

ପ୍ରୋଟକଲ୍‌ ଭାଙ୍ଗିଲେ ମୁଖମନ୍ତ୍ରୀ: ନାନୋ ଚଲାଇଲେ କେଭି ସିଂହଦେ, ପାଖରେ ମୋହନ

ଭୁବନେଶ୍ୱର,୩।୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଶୁକ୍ରବାର ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନାନୋ କାରରେ ବସି ବରମୁଣ୍ଡା ପଡିଆରୁ ଲୋକସେବା...

ଜାତୀୟ ଖୋ ଖୋ ଟିମ୍‌ର ପ୍ରଯୋଜକ ହେବେ ଓଡ଼ିଶା ସରକାର

ଭୁବନେଶ୍ୱର, ୩।୧: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ।...

ସୁଭଦ୍ରାକୁ ନେଇ ବଡ଼ ଖବର, ଏକାଠି ମିଳିବ ୨ଟି କିସ୍ତି

ଭୁବନେଶ୍ୱର,୩।୧: ସୁଭଦ୍ରାକୁ ନେଇ ଆସିଛି ବଡ଼ ଖବର। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri