Posted inଜାତୀୟ

ବେକାର ସମସ୍ୟା-ଛଟେଇ- ଭିଡ଼ ହିଂସା ଆଦିକୁ ଛାଡ଼ି ଦେଲେ ଭାରତରେ ଅନ୍ୟ ସବୁ ସ୍ଥିତି ଭଲ: ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମକୁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ କଡ଼ା ସମାଲୋଚନା କରିଛନ୍ତି। ତାଙ୍କୁ ସୋମବାର ତିହାର ଜେଲ୍‌ରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଭେଟିବାକୁ ଯାଇଥିଲେ। ଏହା ପରେ ସେ ଟୁଇଟ୍‌ କରି ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ବେକାର ସମସ୍ୟା, ଛଟେଇ, ଭିଡ଼ ହିଂସା, କମ୍‌ ଦରମା, କଶ୍ମୀରରେ ତାଲାବନ୍ଦ, ରାଜନେତାଙ୍କ ଉପରେ ପ୍ରତିଶୋଧ ମୂଳକ କାର୍ଯ୍ୟାନୁଷ୍ଠାନ ଆଦିକୁ ଛାଡ଼ି ଦେଲେ ଭାରତରେ ଅନ୍ୟ ସବୁ ସ୍ଥିତି ଭଲ ରହିଛି। ଚିଦାମ୍ବରମ୍‌ଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ରାଗିକି ନିଆଁବାଣ ଚାଇନା: କହିଲା, ଏମିତି କଲେ…

ମୁମ୍ବାଇ/ବେଜିଂ,୧୮।୧୦: ମୁମ୍ବାଇରେ ତାଇୱାନର ତାଇପେଇ ଅର୍ଥନୈତିକ ଏବଂ ସାଂସ୍କୃତିକ କେନ୍ଦ୍ର (ଟିଇସିସି)ର ନିକଟରେ ସ୍ଥାପିତ କାର୍ଯ୍ୟାଳୟକୁ ନେଇ ଚାଇନା ଭାରତ ସହ କୂଟନୈତିକ ବିରୋଧ କରିଛି।...

ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଜାରି କଲେ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୧୮।୧୦: ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି। ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି ଏବଂ କହିଛନ୍ତି ଯେ କୌଣସି...

ଦୀପାବଳି ପୂର୍ବରୁ ବଡ଼ ଉପହାର ଦେଲେ ମୋଦି: ଲୋକଙ୍କ ଯାତ୍ରା ହେବ ସହଜ

ନୂଆଦିଲ୍ଲୀ,୧୮।୧୦: ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରବାସୀଙ୍କୁ ଦୀପାବଳି ଉପହାର ଦେଇଛନ୍ତି। ପାଟନାଠାରୁ ପଶ୍ଚିମ ଚମ୍ପାରନକୁ ଯାଉଥିବା ରାସ୍ତା (ଏନ୍‌ଏଚ୍‌-୧୩୯)କୁ ପ୍ରଶସ୍ତ...

ସଧଗୁରୁଙ୍କୁ ମିଳିଲା ବଡ଼ ଆଶ୍ବସ୍ତି, ସୁପ୍ରିମକୋର୍ଟ କହିଲେ ଦୁଇ ନାବାଳିକା…

ନୂଆଦିଲ୍ଲୀ,୧୮।୧୦: ସଧଗୁରୁଙ୍କ ଇଶା ଫାଉଣ୍ଡେସନକୁ ସୁପ୍ରିମକୋର୍ଟଙ୍କରୁ ବଡ଼ ଆଶ୍ବସ୍ତି ମିଳିଛି। ଫାଉଣ୍ଡେସନ ବିରୋଧରେ ହାଇକୋର୍ଟରେ ଚାଲିଥିବା ମାମଲାକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ତେବେ ଏହି ନିଷ୍ପତ୍ତିର...

ଦିପାବଳୀ ପୂର୍ବରୁ କୋଟି କୋଟି କର୍ମଚାରୀଙ୍କୁ ବଡ଼ ଝଟ୍‌କା ଦେଲେ ସରକାର, ମିଳିବ ନାହିଁ ୧୮ ମାସର ଏରିୟର! ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୮।୧୦: ଏବେ ଉତ୍ସବ ଋତୁ ଚାଲିଛି, ଏହି ସମୟରେ ସରକାରୀ କର୍ମଚାରୀମାନେ ଧନୀ ହେବାରେ ଲାଗିଛନ୍ତି। ଡିଏରୁ ବୋନସ ପର୍ଯ୍ୟନ୍ତ ସବୁକିଛି ମିଳୁଛି ଏମାନଙ୍କୁ। କିନ୍ତୁ...

ଟିମ୍‌ ଇଣ୍ଡିଆର ଟେନ୍‌ସନ୍‌ ବଢିଲା: ରିଷଭ ପନ୍ତଙ୍କ ପରେ ଏହି ଖେଳାଳି ଆହତ

ବେଙ୍ଗାଲୁରୁ,୧୮।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ...

ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଟଣାଓଟରା

ମୁମ୍ବାଇ,୧୮।୧୦: ଶିବସେନା (ୟୁବିଟି)ର ବରିଷ୍ଠ ନେତାମାନେ ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଏହାର ବିଧାୟକ ତଥା ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ଭେଟିଛନ୍ତି।...

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri