Posted inଜାତୀୟ

ବେସରକାରୀ ଡାକ୍ତରଖାନାରେ କରୋନା ଚିକିତ୍ସା ହେଲା ଶସ୍ତା

ନୂଆଦିଲ୍ଲୀ,୧୯।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ବେସରକାରୀ ଡାକ୍ତରଖାନାରେ କରୋନା ଚିକିତ୍ସା ମହଙ୍ଗା ଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଗୃହ ମନ୍ତ୍ରଣାଳୟ ରାଜ୍ୟରେ ଡା. ଭି.କେ ପଲ୍‌ କମିଟିର ସୁପାରିଶକୁ ଲାଗୁ କରିଛନ୍ତି। ଫଳରେ ଏବେ ବେସରକାରୀ ଡାକ୍ତରଖାନାଗୁଡିକରେ ପ୍ରତିଦିନ ଆଇସୋଲେସନ୍‌ ବେଡ୍‌ ଚାର୍ଜ ୮ରୁ ୧୦ ହଜାର ଟଙ୍କା ନିଆଯିବ। ଏହାଛଡା ୧୩ରୁ ୧୫ ହଜାର ଟଙ୍କା ଭିତରେ ଆଇସିୟୁ ବିନା ଭେଣ୍ଟିଲେଟରରେ ଉପଲବ୍ଧ ହେବ। ୧୫ରୁ ୧୮ ହଜାର ଟଙ୍କା ଭିତରେ ଆଇସିୟୁ ଭେଣ୍ଟିଲେଟର ମିଳିବ। ପୂର୍ବରୁ ପ୍ରତିଦିନ ୨୪ରୁ ୨୫ ହଜାର ଟଙ୍କାରେ ଆଇସୋଲେସନ ବେଡ୍‌, ୩୪ରୁ ୪୩ ହଜାର ଟଙ୍କା ଭିତରେ ଆଇସିୟୁ ବିନା ଭେଣ୍ଟିଲେଟରରେ ଏବଂ ୪୪ରୁ ୫୪ ହଜାର ମଧ୍ୟରେ ଆଇସିୟୁ ଭେଣ୍ଟିଲେଟର ଉପଲବ୍ଧ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୫ ଲକ୍ଷ ଭୋଟର

ଶ୍ରୀନଗର,୨୫ା୯ (ପି.ଟି.):ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ବୁଧବାର ଅନୁଷ୍ଠିତ ହେବାକୁ ଯାଉଛି। ୫ ଜିଲାର ୨୬ ଆସନରେ ୨୫ ଲକ୍ଷ ମତଦାତା ୨୩୯...

ସିଦ୍ଧି ବିନାୟକଙ୍କ ପ୍ରସାଦରେ ମୂଷା

ମୁମ୍ବାଇ, ୨୫ା୯:ତିରୁପତିର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରରେ ଭକ୍ତଙ୍କୁ ଦିଆଯାଉଥିବା ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ମିଶିଥିବାକୁ ନେଇ ବିବାଦ ଥମି ନ ଥିବା...

୬ ବର୍ଷର ବାଳିକାଙ୍କୁ ସ୍କୁଲ୍‌ ପ୍ରିନ୍ସିପାଲଙ୍କ ବଳାତ୍କାର ଉଦ୍ୟମ: ପ୍ରତିରୋଧ କରିବାରୁ…

ଅହମଦାବାଦ,୨୫ା୯:ଦେଶରେ ଗତ କିଛିଦିନ ହେଲା ମହିଳା ବିରୋଧୀ ଯୌନ ଅପରାଧ ବଢ଼ିବାରେ ଲାଗିଛି। ବଳାତ୍କାରର ପ୍ରତିରୋଧ କଲେ ପୀଡ଼ିତାଙ୍କୁ ବୀଭତ୍ସ ହତ୍ୟା କରାଯାଉଛି। ଗୁଜରାଟର ଦାହୋଡ଼...

ବିବାଦ ମଧ୍ୟରେ ୪ ଦିନରେ ବିକ୍ରି ହୋଇଛି ୧୪ ଲକ୍ଷ ତିରୁପତି ଲଡ଼ୁ

ହାଇଦ୍ରାବାଦ, ୨୪।୯: ତିରୁପତିର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରର ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ମିଶିଥିବାନେଇ ରିପୋର୍ଟ ଆସିବା ପରେ ଏହାକୁ ନେଇ ଦେଶବ୍ୟାପୀ ବିବାଦ...

ହନୁମାନ ରୂପରେ ଆସି କୁନି ଝିଅକୁ ବଳାତ୍କାରରୁ କଲେ ରକ୍ଷା

ଲକ୍ଷ୍ନୌ,୨୪ା୯: ଉତ୍ତରପ୍ରଦେଶର ବାଗପତ୍‌ ଜିଲାରେ ୬ ବର୍ଷର ଝିଅଙ୍କୁ ଜଣେ ଯୁବକ ବଳାତ୍କାର ଉଦ୍ୟମ କରୁଥିବାବେଳେ ମାଙ୍କଡ଼ ପଲ ଯୋଗୁ ନାବାଳିକା ଜଣକ ବର୍ତ୍ତିଯାଇଛନ୍ତି। ଗତ...

ପୁଣି ତେଜିଲା ବିବାଦ, ପଶୁଚର୍ବି ପରେ ଏବେ ତିରୁପତିଙ୍କ ପ୍ରସାଦରୁ ମିଳିଲା ତମାଖୁ!

ଅମରାବତୀ,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁଚର୍ବିର ବ୍ୟବହାରକୁ ନେଇ ବିବାଦ ମଧ୍ୟରେ ଆଉ ଜଣେ ଭକ୍ତ ଏକ ବଡ଼...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ସିଦ୍ଦରମୈୟା: ହାଇକୋର୍ଟରୁ ଝଟ୍‌କା ମିଳିବା ପରେ ଜାଣନ୍ତୁ କ’ଣ ରହିଛି ଅପ୍ସନ୍‌

ବେଙ୍ଗାଲୁରୁ,୨୪।୯: ଜମି ଦୁର୍ନୀତି ମାମଲାରେ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ମଙ୍ଗଳବାର ବଡ଼ ଝଟ୍‌କା। ଏହି ମାମଲା ଉପରେ କରିଥିବା ଆବେଦନ କର୍ନାଟକ ହାକୋର୍ଟର ଖାରଜ ହୋଇଯାଇଛି।...

ତିରୁପତି ଲଡୁ ବିବାଦ: ମନ୍ଦିରରେ ଝାଡୁ ଲଗାଇ ପ୍ରାୟଶ୍ଚିତ କରୁଛନ୍ତି ପଓ୍ବନ କଲ୍ୟାଣ, ଦେଖନ୍ତୁ ଭିଡିଓ

ବିଜୟଓ୍ବାଡା,୨୪।୯: ତିରୁପତିସ୍ଥିତ ଭେଙ୍କଟେଶ୍ୱର ସ୍ବାମୀ ମନ୍ଦିରକୁ ପଶୁ ଚର୍ବିରେ ମିଶ୍ରିତ ଘିଅ ଯୋଗାଣ ପ୍ରସଙ୍ଗରେ ଅନେକ ରାଜନୈତିକ ବୟାନବାଜି ଚାଲିଛି। ଏହି ସମୟରେ ଆନ୍ଧ୍ରପ୍ରଦେଶର ଉପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri