ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ ଅଫିସ,୧୯।୪: ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା। ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଚରମ୍ପା ଓ ଏରେଇଁରୁ ରବିବାର କଣ୍ଟେନମେଣ୍ଟ କଟକଣା ଉଠାଇ ଦିଆଯାଇଛି। କିନ୍ତୁ ଲକ୍‌ଡାଉନର କଟକଣା ଉକ୍ତ ଅଞ୍ଚଳରେ ରହିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଭଦ୍ରକର ପ୍ରଥମ କରୋନା ରୋଗୀ ପୁରୁଣା ବଜାର ଅଞ୍ଚଳରୁ ଚି଼ହ୍ନଟ ହେବାପରେ ସେହି ଅଞ୍ଚଳକୁ ପ୍ରଥମେ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଥିଲା। ପରେ ଉପରୋକ୍ତ ଦୁଇ ଅଞ୍ଚଳ ରେ ମଧ୍ୟ ଘୋଷଣା କରାଯାଇ କଟକଣା ଜାରି କରାଯାଇଥିଲା। ୩ ରୋଗୀ ମାନେ ସୁସ୍ଥ ହେବା ପରେ କିଛି ଦିନ ପୂର୍ବରୁ ପୁରୁଣାବଜାର ଓ ଆଜି ଅନ୍ୟ ଦୁଇ ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣା ଉଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri