ଭଦ୍ରକ ଅଫିସ,୧୪।୬: ଭଦ୍ରକ ଜିଲାରୁ ରବିବାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ହରିୟାଣା ଫେରନ୍ତା ବୋଲି ଜଣାପଡିଛି ଓ ସେ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।