Posted inଜାତୀୟ

ଭାଜପା ଉପରେ ବର୍ଷିଲେ ଉଦ୍ଧବ

ମୁମ୍ବାଇ,୫।୯: ମହାରାଷ୍ଟ୍ରରେ ମନ୍ଦିର ଖୋଲିବା ଏବଂ ଧାର୍ମିକ କାର୍ଯ୍ୟକ୍ରମ ପାଇଁ ଅନୁମତି ଦେବାକୁ ପ୍ରଦର୍ଶନ କରୁଥିବା ଭାଜପା ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନାଙ୍କୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, କିଛି ଲୋକ ମନ୍ଦିର ଏବଂ ଅନ୍ୟାନ୍ୟ ସ୍ଥାନ ଖୋଲିବାକୁ ତତ୍ପର ଅଛନ୍ତି। ମୁଁ ମନ୍ଦିର ଖୋଲିବାକୁ ନୁହେଁ ବରଂ କରୋନା ନାଶ କରିବା କରିବାକୁ ଜନସାଧାରଣଙ୍କୁ ନିବେଦନ କରୁଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଏହି ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ମହାରାଷ୍ଟ୍ରରେ କରୋନା ଦ୍ରୁତ ଗତିରେ ବ୍ୟାପିଛି ଏବଂ ସରକାରଙ୍କୁ ପୁଣି କଡା ନିୟମ ଲାଗୁ କରିବାର ସମ୍ଭାବନା ସୃଷ୍ଟି ହୋଇଛି। ସେପଟେ ଅନେକ ଭାଜପା ନେତା ସରକାର ବିରୋଧରେ ବିରୋଧ କରୁଛନ୍ତି। କିଛିଦିନ ତଳେ ମୁମ୍ବାଇ ପୋଲିସ ଭାଜପା ନେତା ସୁଧୀର ମୁଙ୍ଗନ୍ତୀୱରଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ସୂଚନାଯୋଗ୍ୟ, ଭାଜପା ନେତାମାନେ ୩୦ ଜଣ କର୍ମୀଙ୍କ ସହ ବାବୁଲନାଥ ମନ୍ଦିରର ଫାଟକ ଖୋଲିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

ନାଗା ସାଧୁ କିଏ? ଜାଣନ୍ତୁ ଏମାନଙ୍କର ଜୀବନ ସହ ଜଡ଼ିତ ରହସ୍ୟମୟ କଥା…

ନୂଆଦିଲ୍ଲୀ,୨୪।୧୨: ଗଙ୍ଗା କୂଳରେ, ସୂର୍ଯ୍ୟଙ୍କ ପ୍ରଥମ କିରଣରେ ଜିଇଁ ଉଠୁଥିବା ଶୀତୁଆ ସକାଳରେ ଏକ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ପାଉଁଶ ବୋଳା ଉଲଗ୍ନ...

କୋଲକାତାର ରାସ୍ତାରୁ ଗାଏବ ହେଉଛି ‘ହଳଦିଆ ଟ୍ୟାକ୍ସି’, ଶୀଘ୍ର ପାଲଟିବ ଇତିହାସ…! 

କୋଲକାତା,୨୪।୧୨: ସ୍ବପ୍ନର ସହର କୋଲକାତା। ଭିକ୍ଟୋରିଆ ମେମୋରିଆଲ, ହାଓ୍ବଡା ବ୍ରିଜ, ରସଗୋଲା, ଟ୍ରାମ ଏବଂ ହଳଦିଆ ଟାକ୍ସି ଆଦି ଏହାର ପରିଚୟ ବୋଲି କୁହାଯାଏ। ଏସବୁ...

କୋର୍ଟରୁମ୍‌ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ।...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ...

ସମନ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ,୨୪।୧୨: ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ...

୨୫ ବର୍ଷ ତଳୁ ସରିଥିଲା ଅନ୍ତିମ ସଂସ୍କାର: ଘରକୁ ଫେରିଲେ ମହିଳା, ଆଉ ତା’ପରେ ଘଟିଲା…

ବେଙ୍ଗାଲୁରୁ,୨୪/୧୨: ୨୫ ବର୍ଷ ତଳେ କର୍ଣ୍ଣାଟକରୁ ନିଖୋଜ ହୋଇଥିବା ଜଣେ ମହିଳାଙ୍କୁ ହିମାଚଳରୁ ଉଦ୍ଧାର କରାଯାଇଛି। ପ୍ରାୟ ଦୁଇ ଦଶନ୍ଧି ତଳେ ସେ ତାଙ୍କ ପରିବାରଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri