Posted inଜାତୀୟ

ଭାଜପା-ଶିବସେନା: ଅଲ୍‌ ଇଜ୍‌ ନଟ୍‌ ଓ୍ବେଲ

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇଛି। ଏମାନେ ଏକାଠି ମିଶି ବିଧାନସଭା ନିର୍ବାଚନ ଲଢିବେ। ହେଲେ ଏମାନଙ୍କ ମେଣ୍ଟ ସବୁବେଳେ ରହୁଛି ଚର୍ଚ୍ଚାରେ। ଏବେ ନିର୍ବାଚନକୁ ଆଉ ମାତ୍ର ଅଳ୍ପ ଦିନ ବାକିଥିବା ବେଳେ ପୋଷ୍ଟରରେ ପୁଣି ଥରେ ଏମାନଙ୍କୁ ଅଲଗା ଅଲଗା ଦେଖିବାକୁ ମିଳିଛି। ଅର୍ଥାତ୍‌ ଅଲ୍‌ ଇଜ୍‌ ନଟ ଓ୍ବେଲ ବୋଲି ଚର୍ଚ୍ଚା ହେଉଛି। କାରଣ ଏହି ମେଣ୍ଟ ଦଳ ନିର୍ବାଚନ ପ୍ରଚାର ସମୟରେ ପୋଷ୍ଟରରେ ଅଲଗା ଅଲଗା ଦେଖାଦେଉଥିବାରୁ ଏହା ‘ଏକଲା ଚଲୋ’କୁ ପ୍ରାଧାନ୍ୟ ଦେଉଛି ବୋଲି ରଜନୈତିକ ମହଲରେ ଚର୍ଚ୍ଚା ହେଉଛି। ବିଭିନ୍ନ ସ୍ଥାନରେ ଏବେ ଶିବେସେନାର ଭିନ୍ନ ପୋଷ୍ଟର ଓ ଭାଜପାର ଭିନ୍ନ ପୋଷ୍ଟର ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାତରେ ଖସିଲା ସେନା ଗାଡ଼ି: ୫ ଯବାନ ମୃତ

ମେନ୍ଧର/ଜମ୍ମୁ,୨୪ା୧୨: ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ସେନା ଗାଡ଼ି ପ୍ରାୟ ୩୫୦ ଫୁଟ୍‌ ଗଭୀର ଖାତକୁ ଖସିପଡ଼ିବାରୁ ୫ ଯବାନଙ୍କ ମୃତ୍ୟୁ ଘଟିବା...

ବଳାତ୍କାର, ଏସିଡ୍‌ ଆକ୍ରମଣ ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଦିଅ

ନୂଆଦିଲ୍ଲୀ,୨୪ା୧୨ : ବଳାତ୍କାର, ଏସିଡ୍‌ ଆକ୍ରମଣ ପୀଡ଼ିତା, ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍‌ସୋ) ମାମଲାରେ ପୀଡ଼ିତା ସରକାରୀ ଓ ଘରୋଇ ହସ୍ପିଟାଲ ସମେତ ନର୍ସିଂହୋମ୍‌ଗୁଡ଼ିକରେ...

ପୁଞ୍ଚ୍‌ରେ ୩୫୦ ଫୁଟ୍‌ ତଳକୁ ଖସିଲା ସେନା ଗାଡ଼ି: ୫ ଯବାନଙ୍କ ମୃତ୍ୟୁ, ୩ ଆହତ…

ମେନ୍ଧର/ଜମ୍ମୁ,୨୪ା୧୨ : ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲାରେ ମଙ୍ଗଳବାର ସନ୍ଧ୍ୟାରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସେନା ଗାଡ଼ି ୩୫୦ ଫୁଟ୍‌ ଗଭୀର ଖାତକୁ...

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

ନାଗା ସାଧୁ କିଏ? ଜାଣନ୍ତୁ ଏମାନଙ୍କର ଜୀବନ ସହ ଜଡ଼ିତ ରହସ୍ୟମୟ କଥା…

ନୂଆଦିଲ୍ଲୀ,୨୪।୧୨: ଗଙ୍ଗା କୂଳରେ, ସୂର୍ଯ୍ୟଙ୍କ ପ୍ରଥମ କିରଣରେ ଜିଇଁ ଉଠୁଥିବା ଶୀତୁଆ ସକାଳରେ ଏକ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ପାଉଁଶ ବୋଳା ଉଲଗ୍ନ...

କୋଲକାତାର ରାସ୍ତାରୁ ଗାଏବ ହେଉଛି ‘ହଳଦିଆ ଟ୍ୟାକ୍ସି’, ଶୀଘ୍ର ପାଲଟିବ ଇତିହାସ…! 

କୋଲକାତା,୨୪।୧୨: ସ୍ବପ୍ନର ସହର କୋଲକାତା। ଭିକ୍ଟୋରିଆ ମେମୋରିଆଲ, ହାଓ୍ବଡା ବ୍ରିଜ, ରସଗୋଲା, ଟ୍ରାମ ଏବଂ ହଳଦିଆ ଟାକ୍ସି ଆଦି ଏହାର ପରିଚୟ ବୋଲି କୁହାଯାଏ। ଏସବୁ...

କୋର୍ଟରୁମ୍‌ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri