ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ପାଟଣା,୧୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୋଧିରାମପଡ଼ା ଗ୍ରାମରେରେ ଭାଲୁ ଆକ୍ରମଣରେ ବୁଧବାର ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଘନଶ୍ୟାମ ମୁଣ୍ଡା। ଗୁରତର ଅବସ୍ଥାରେ ପ୍ରଥମେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରରିତ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଭୋରୁ ଘନଶ୍ୟାମ ଶୌଚ ହେବାକୁ ଯାଇଥିବା ବେଳେ ଦୁଇ ଭାଲୁ ତାଙ୍କୁ ଆକ୍ରମଣ କରିଥିଲେ। ଭାଲୁ ଆକ୍ରମଣରେ ଘନଶ୍ୟାମଙ୍କ ଡାହାଣ କାନ୍ଧରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼...

ଦାଉ ସାଧୁଛି ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ଭିଜୁଛି ଧାନ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କାରଣରୁ ଗତ ୨ଦିନ ହେଲା କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା...

ଚାଲିଛି ବାଘ-ଛେଳି ଖେଳ

ବାରିପଦା,୨୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପଶ୍ଚିମବଙ୍ଗର ପୁରୁଲିଆ ଜିଲା ରାଇକିଆ ପାହାଡ଼ ସଂଲଗ୍ନ କ୍ୱିଲାପାଳ ଜଙ୍ଗଲରେ ବୁଲୁଥିବା ମହାବଳ ବାଘୁଣୀ ଜିନ୍ନତକୁ ଧରିବା ପାଇଁ ବନ ବିଭାଗ...

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ...

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ...

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ...

ନାବାଳିକା ବଳାତ୍କରୀଙ୍କୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର, ୨୪ା୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ବିଚାରପତି ମୋନାଲିସା ମହାନ୍ତି ଆଜି ୧୨ ବର୍ଷ ବୟସ୍କା ନାବାଳିକା...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri