ଭିତରକନିକାରେ ଡଲ୍‌ଫିନ ଗଣନା ଆରମ୍ଭ

ରାଜନଗର,୧୯।୧(ଡି.ଏନ୍‌.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ଦିନିକିଆ ଡଲ୍‌ଫିନ ଗଣନା ରବିବାର ସକାଳୁ ଆରମ୍ଭ ହୋଇଛି। ଉଦ୍ୟାନରେ ପ୍ରବାହିତ ହେଉଥିବା ନଦୀ, ନାଳ ବରୁଣେଇ, ଗହୀରମଥା, ସାତଭାୟା, ମହାନଦୀ ମୁହାଣ, ମହାକାଳପଡ଼ା ଓ କୁଜଙ୍ଗ ଅଞ୍ଚଳରେ ଗଣନା କାର୍ଯ୍ୟ ଚାଲୁଥିବା ଡିଏଫ୍‌ଓ ବିକାଶ ରଞ୍ଜନ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରୁ ଖସିପଡ଼ିଲେ ମା’-ପୁଅ

ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେସନ ନିକଟରେ ଶୁକ୍ରବାର ଟ୍ରେନରୁ ପଡି ମାପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ...

୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…

କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ...

ଏଫ୍‌ଏକ୍ୟୁ ମାନର ଧାନ କିଣାକୁ ନେଇ ଚିନ୍ତାରେ ଚାଷୀ, ମିଲର

ରାୟଗଡ଼ା,୨୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଧାନମଣ୍ଡି ଆରମ୍ଭ ହୋଇ ୧୦ ଦିନ ବିତିଯାଇଥିଲେ ମଧ୍ୟ ସରକାର ଓ ମିଲରଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ...

ବିଲରେ ଗଜାହେଲା ପାଚିଲା ଧାନ

ପଟ୍ଟାମୁଣ୍ଡାଇ,୨୭ା୧୨ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଅଞ୍ଚଳର ୨ଟି ପାଟର ପାଚିଲା ଧାନ ଏବେ ପାଣିରେ ଲୋଟିଛି। ଲଗାଣବର୍ଷା ଉଜାଡ଼ି ଦେଇଛି ଭାତହାଣ୍ଡି। ବର୍ଷାରେ ଶହ ଶହ...

ଗାଡ଼ି ଶୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି

ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍‌ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍‌ରେ...

ଚାଷୀ ଆତ୍ମହତ୍ୟା ଘଟଣା: ମୃତଙ୍କ ପରିବାରଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର, ୨୭।୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷୟକ୍ଷତି କ୍ଷତି ହେବାରୁ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡ଼ମାଧପୁର ପଂଚାୟତ ବରଙ୍ଗ ଗ୍ରାମର...

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା...

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri