Posted inଜାତୀୟ

ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଶପଥ ନେଲେ ଲାଲଜି ଟଣ୍ଡନ

ଭୋପାଳ,୨୯।୭: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଲାଲଜି ଟଣ୍ଡନ ସୋମବାର ଶପଥ ଗ୍ରହଣ କରିଛନ୍ତି। ମଧ୍ୟପ୍ରଦେଶର ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରବି ଶଙ୍କର ଝା ରାଜଭବନରେ ଲାଲଜି ଟଣ୍ଡନଙ୍କୁ ରାଜ୍ୟପାଳ ପଦ ପାଇଁ ଶପଥ ଗ୍ରହଣ କରାଇଥିଲେ। ଏହା ପୂର୍ବରୁ ସେ ବିହାରର ରାଜ୍ୟପାଳ ରହିଥିଲେ। ଏହି ଅବସରରେ ରାଜ୍ୟର ମୁଖ୍ୟମନ୍ତ୍ରୀ କମଲନାଥ, ବିଧାନସଭା ଅଧ୍ୟକ୍ଷ ଏନ୍‌.ପି ପ୍ରଜାପତି ପ୍ରମୁଖ ଯୋଗଦେଇ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ବଜାରକୁ ଆସିବ ଓମ୍‌ଫେଡ୍‌ ଚକୋଲେଟ୍‌, ପାଣି ବୋତଲ

ଭୁବନେଶ୍ୱର,୧୦ା୪(ଅନୁରାଧା ମହାରଣା): ଓଡ଼ିଶା ଷ୍ଟେଟ୍‌ କୋଅପରେଟିଭ୍‌ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେଶନ (ଓମ୍‌ଫେଡ୍‌) ପ୍ରସ୍ତୁତ ଚକୋଲେଟ ଖୁବ୍‌ଶୀଘ୍ର ବଜାର ପ୍ରବେଶ କରିବ। ଏନେଇ ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକ...

ବିନା ନୋଟିସ୍‌ରେ ଗରିବଙ୍କ ଦୋକାନ ଧୂଳିସାତ୍‌

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୌର ପ୍ରଶାସନର ଉଚ୍ଛେଦ ପ୍ରକ୍ରିୟାକୁ ନେଇ ସହର ଉଠୁଛି ଓ ପଡୁଛି। କେତେବେଳେ ବିନା ନୋଟିସ୍‌ରେ ବୋଲଡୋଜର ଲଗାଇ ଗରିବଙ୍କ ଠେଲା...

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଓ୍ବକ୍‌ଫ ଆଇନ: ମମତା

କୋଲକାତା,୧୦ା୪: ଓ୍ବକ୍‌ଫ ସଂଶୋଧିତ ଆଇନକୁ ନେଇ ମୁସଲମାନ ସମ୍ପ୍ରଦାୟ ଚିନ୍ତିତ ଥିବାରୁ ପଶ୍ଚିମବଙ୍ଗରେ ଏହାକୁ ଲାଗୁ ହେବାକୁ ଦିଆଯିବ ନାହିଁ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ମମତା...

ଅବକାରୀ ବିଭାଗର ମହୁଲ ଜବତ ଘଟଣା: ଦୁଇ ସ୍ଥାନରୁ ୨ ହଜାର ୪୫ କେଜି ମହୁଲ ଜବତ

ଦାରିଙ୍ଗବାଡି, ୧୦ /୪ (ଅରୁଣ ସାହୁ )- କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଅବକାରୀ ବିଭାଗ ଏବେ ଆକ୍ସନ ମୁଡ଼ରେ | ବୁଧବାର ୨ ଟି ସ୍ଥାନରେ...

ସତୀତ୍ୱର ବହ୍ନି

ରୋପରେ ଖ୍ରୀଷ୍ଟିଆନ ଧର୍ମଯାଜକ ସଇତାନଙ୍କୁ ପୂଜାକରୁଥିବା ଡାହାଣୀ ସନ୍ଦେହରେ ମହିଳାମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିଦେବା ପରିବର୍ତ୍ତେ ମୃତ୍ୟୁକୁ ପସନ୍ଦ କରୁଥିଲେ ଓ ଶହୀଦ...

ଆଧାର: ପୁଣି ନୂଆ ଆପ୍‌

ଡିଜିଟାଲ ସୁବିଧା ଏବଂ ବ୍ୟକ୍ତିଗତ ସୁରକ୍ଷାକୁ ଅଧିକ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ସରକାର ଆଧାରର ଏକ ନୂଆ ଆପ୍‌ ଉନ୍ମୋଚନ କରିଛନ୍ତି। ସରକାରୀ ଯୋଜନାଗୁଡ଼ିକର...

ଡୋମିନିକାନ ରିପବ୍ଲିକ ନାଇଟ କ୍ଲବ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୨୪କୁ ବୃଦ୍ଧି, ପ୍ରସିଦ୍ଧ ଗାୟକ ଏବଂ ଦୁଇ ମେଜର୍‌ ଲିଗ ବେସ୍ବଲ ତାରକା ମୃତ

ନୂଆଦିଲ୍ଲୀ,୧୦।୪: ଡୋମିନିକାନ ରିପବ୍ଲିକର ରାଜଧାନୀ ସାନ୍ତୋ ଡୋମିଙ୍ଗୋରେ ଥିବା ଜେଟ ସେଟ ନାଇଟ କ୍ଲବରେ ଏକ ବିପର୍ଯ୍ୟୟ ଘଟିଛି। ମଙ୍ଗଳବାର ମଧ୍ୟରାତ୍ରି ପରେ ଏହି କ୍ଲବର...

ଗୃହ ବିଭାଗର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ: ଫରେନ୍‌ସିକ୍‌ ସେବାରେ ୨୪୭, ପବ୍ଲିକ୍‌ ପ୍ରସିକ୍ୟୁଶନରେ ୨୬୭ ପଦ ସୃଷ୍ଟି

ଭୁବନେଶ୍ୱର,୯ା୪: ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ମଙ୍ଗଳବାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଫରେନ୍‌ସିକ୍‌ ସାଇନ୍ସ ସର୍ଭିସ୍‌ରେ ୨୪୭ ପଦ ସୃଷ୍ଟି କରାଯାଇଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image