ମହିଳାଙ୍କଠାରୁ ୯୦ ହଜାର ଲୁଟ୍‌

ବାରିପଦା ଅଫିସ,୫ା୧୨- ବାରିପଦା ସହରର ଭଞ୍ଜପୁର ଅଞ୍ଚଳରୁ ବୁଧବାର ଜଣେ ମହିଳାଙ୍କଠାରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି । ମହିଳା ଜଣକ ହେଲେ ଯମୁନାଦେଇପୁରର ବିଳାସ ମହାନ୍ତ। ଭଞ୍ଜପୁରସ୍ଥିତ ବ୍ୟାଙ୍କରୁ ସେ ଦିନ ୨ ଟା ବେଳେ ୯୦ ହଜାର ଟଙ୍କା ଉଠାଇ ଘରକୁ ଚାଲି ଚାଲି ଫେରୁଥିବା ବେଳେ ୨ ଜଣ ଯୁବକ ଏକ ବାଇକ୍‌ରେ ଆସି ତାଙ୍କଠାରୁ ଟଙ୍କା ବ୍ୟାଗ ଛଡ଼ାଇ ନେଇଥିଲେ। ମହିଳା ଜଣକ ସାହାଯ୍ୟ ପାଇଁ ଚିତ୍କାର କରିବା ପରେ ସ୍ଥାନୀୟ ଲୋକେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ବ୍ୟାଙ୍କର ସିସିଟିଭି କ୍ୟାମେରାକୁ ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛି। ଏନେଇ ଥାନାରେ ଏକ ମାମଲା ( ନଂ.୩୮୧/୧୯ ) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ଅଘଟଣ: ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର

ବାରିପଦା,୧୭।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ସଦର ଥାନା ଅଧୀନ କାଠପାଳ ବନ୍ଧରେ ବୁଡି ୨ଜଣ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ର...

ସବୁ ସାରିଦେଲା ଲଘୁଚାପ ବର୍ଷା, ଜଣଙ୍କ କାନ୍ଥ ଭାଙ୍ଗି ଆଉ ଜଣଙ୍କ ଘରେ…

ମୋରଡ଼ା,୧୫ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ଦୁଇଦିନ ହେବ ବର୍ଷା ଲାଗି ରହିଛି। ସେହିପରି ମୋରଡ଼ା ବ୍ଲକରେ ମଧ୍ୟ ବର୍ଷା ଜାରି...

ଗଛରେ ପିଟି ହୋଇଗଲା ବୋଲେରୋ, ଭିତରେ ଥିଲେ ୧୩ଜଣ..

ବାରିପଦା,୧୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶନିବାର ବିଳମ୍ବିତ ରାତିରେ ବାରିପଦା ସହର ଉପକଣ୍ଠ ପୃଥକ ଦୁର୍ଘଟଣାରେ ୪ ଯୁବକଙ୍କ ମୃତ୍ୟୁ ଘଟିଛି । ପାଲବଣି ସ୍ଥିତ ୧୮ନଂ...

ଜେଲ୍‌ ଭିତରକୁ ନେଇଥିଲେ ମୋବାଇଲ, ପରେ…

ବାରିପଦା,୧୪।୯: କାର୍ଯ୍ୟରେ ଥାଇ ମୋବାଇଲ ବ୍ୟବହାର ପଡ଼ିଲା ମହଙ୍ଗା।ଜେଲ ଭିତରେ ମୋବାଇଲ ବ୍ୟବହାର କରି ନିଲମ୍ବିତ ହେଲେ ୱାର୍ଡର। ଏଭଳି ଘଟଣା ଘଟିଛି କରଞ୍ଜିଆ ଉପକାରାଗାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri