Posted inVideo

ମା’ ହେବା ଲାଗି ପ୍ରକୃଷ୍ଟ ବୟସ କ’ଣ? | What is the safe age to have a baby? | Dr. Subhashree Mishra

Featured Video Play Icon

What is the right age to become a mother/have a baby? Well, in this fresh episode, Dharitri Live speaks to gynecologist Dr. Subhashree Mishra to know the right age for pregnancy. See the video to know her views on complications associated with pregnancy and how a woman should take care of herself during this period.

ଧରିତ୍ରୀ ଲାଇଭର ସ୍ବାସ୍ଥ୍ୟ ଭିତ୍ତିକ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାର ରୋଗର କାରଣ ,ଲକ୍ଷଣଏବଂ ନିରାକରଣ ସହ ଚିକିତ୍ସା ପଦ୍ଧତି ସଂପର୍କରେ ଆମେ ଆଲୋଚନା କରିଥାଉ । ଯାହାକି ଆପଣଙ୍କୁ ସୁସ୍ଥ ଏବଂ ନିରୋଗ ରହିବାରେ ସାହାଯ୍ୟ କରେ । ଆଜିର ଏପିସୋଡରେ ଆମେ ଜାଣିବା ପ୍ରେଗନେନ୍ସି ସମୟରେ କେଉଁ ସବୁ ସମସ୍ୟା ଦେଖାଯାଇଥାଏ ଓ କେମିତି ଏହି ସମୟରେ ପ୍ରସୂତି ନିଜର ଯତ୍ନ ନେଇପାରିବେ ଓ ଜଣେ ମା ହେବା ଲାଗି ପ୍ରକୃଷ୍ଟ ବୟସ କ’ଣ । ଏ ସଂପର୍କରେ ଅଧିକ ଆଲୋଚନା କରିଛନ୍ତି ଗାଇନୋକୋଲଜିଷ୍ଟ ଡଃ ଶୁଭଶ୍ରୀ ମିଶ୍ର ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri