Posted inଜାତୀୟ

ମିଛ କହୁଛି ଭାଜପା: ରାହୁଲ

ନୂଆଦିଲ୍ଲୀ,୨୮।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି କେନ୍ଦ୍ର ସରକାର ଯେଉଁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଆଣିଛନ୍ତି ତାହା ବିମୁଦ୍ରୀକରଣଠାରୁ ମଧ୍ୟ ଭୟଙ୍କର। ଏଥିରେ କେହି ଧନୀ ଲୋକ ଲାଇନରେ ଠିଆ ହେବ ନାହିଁ କାରଣ ସେମାନେ ହେଉଛନ୍ତି ତାଙ୍କର ବନ୍ଧୁ। ରାହୁଲ ଆହୁରି ମଧ୍ୟ କହିଛନ୍ତି ସେ ଟୁଇଟରରେ ଏକ ଭିଡିଓ ଶେୟାର କରିଛନ୍ତି ଯାହା ପ୍ରଧାନମନ୍ତ୍ରୀ ମୋଦିଙ୍କ ମିଛକୁ ପଦାରେ ପକାଉଛି। କାରଣ ଉକ୍ତ ଭିଡିଓରେ ମୋଦି କହୁଛନ୍ତି ଦେଶରେ କୌଣସି ଡିଟେନଶନ ସେଣ୍ଟର ନାହିଁ। ହେଲେ ଭିଡିଓରେ ଡିଟେନଶନ ସେଣ୍ଟରର ଚିତ୍ର ସ୍ପଷ୍ଟ ଦେଖାଯାଉଛି। ତେଣୁ ଏବେ ଜନତା ସ୍ଥିର କରନ୍ତୁ କିଏ ମିଛ କହୁଛି ଭାଜପା ନା ରାହୁଲ।


Enter your email to get our daily news in your inbox.

All Right Reserved By Dharitri.Com

ଏଏପିର କଟା ଘା’ରେ ଲାଗିଲା ମଲମ! ଏଏପିରେ ଯୋଗ ଦେଲେ ଭାଜପା ବିଧାୟକ

ନୂଆଦିଲ୍ଲୀ,୧୭।୧୧: ଦିଲ୍ଲୀରେ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜରିୱାଲ ଭାଜପା କିରାଡିର ବିଧାୟକ ଅନିଲ ଝାଙ୍କୁ ଏଏପିରେ ସାମିଲ କରିଛନ୍ତି।...

ଅବସର ପରେ ବି ରହିବେ ଟେନଶନ ଫ୍ରି, ଏବେଠୁ ମାସକୁ ପୋଷ୍ଟାଲରେ ୧୦୦୦ଟଙ୍କା ଜମା କଲେ ଏତିକି ଆସିବ ସୁଧ! ମାସ ଶେଷକୁ ମିଳିବ…

ନୂଆଦିଲ୍ଲୀ,୧୭।୧୧: ବିଶେଷଜ୍ଞମାନେ କହିଛନ୍ତି ଯେ ଦୀର୍ଘ ସମୟ ମଧ୍ୟରେ ଅଧିକ ରିଟର୍ଣ୍ଣ ପାଇବା ପାଇଁ ନିୟମିତ ବିନିଯୋଗ କରିବା ଭଲ । ଆଜିର ବଜାରରେ ଅନେକ...

ଭାଜପାରେ ମିଶିବେ କି କୈଳାସ ଗେହଲଟ୍‌, ବୀରେନ୍ଦ୍ର କହିଲେ ଏମିତି କିଛି…

ନୂଆଦିଲ୍ଲୀ,୧୭ା୧୧: ଦିଲ୍ଲୀ ସରକାରରେ ପରିବହନ ମନ୍ତ୍ରୀ ତଥା ବିଧାୟକ କୈଳାସ ଗେହଲଟ୍‌ ରବିବାର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଫଳରେ ତାଙ୍କ ଇସ୍ତଫା ଆମ୍‌ ଆଦ୍‌ମୀ...

୪ ସଭା ରଦ୍ଦ କରି ନାଗପୁର ନ ଯାଇ ଦିଲ୍ଲୀ ପହଞ୍ଚିଲେ ଶାହା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ପାଇଁ ରବିବାର(୧୭ ନଭେମ୍ବର ୨୦୨୪) ହେବାକୁ ଥିବା ସାଧାରଣ ସଭା ତଥା ବୈଠକକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା...

ଏଏପିକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୭।୧୧: ଦିଲ୍ଲୀ ସରକାରଙ୍କ ବରିଷ୍ଠ ମନ୍ତ୍ରୀ କୈଳାଶ ଗେହଲୋଟ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ଅଟଳ ସରକାରରେ ପରିବହନ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ।...

‘ହାଲୋ, ମୁଁ ଲଶ୍କରର CEO କହୁଛି’…ଆର୍‌ବିଆଇକୁ ଆସିଲା ଧମକପୂର୍ଣ୍ଣ କଲ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ଆସିଛି ଧମକପୂର୍ଣ୍ଣ କଲ୍‌। ବ୍ୟାଙ୍କର ଗ୍ରାହକ ସେବା(କଷ୍ଟମର କେୟାର) ନମ୍ବରକୁ ଜଣେ ଫୋନ୍‌ କରି ନିଜକୁ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବାର...

ଚନ୍ଦ୍ରଚୂଡଙ୍କୁ ଟାର୍ଗେଟ କଲେ ଉଦ୍ଧବ ଠାକରେ, କହିଲେ ନ୍ୟାୟ ଦେବା ବଦଳରେ…

ନୂଆଦିଲ୍ଲୀ,୧୭।୧୧: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଡି ଓ୍ବାଇ ଚନ୍ଦଚୂଡଙ୍କୁ ଟାର୍ଗେଟ କରିଛନ୍ତି। ଏକ ଜାତୀୟ ଗରମାଧ୍ୟମକୁ ସାକ୍ଷାତକାର ଦେଇ ସେ ସୁପ୍ରିମକୋର୍ଟର ପୂର୍ବତନ...

ମଣିପୁର ନା ଗୋଟିଏ ଥିଲା, ନା ଏହା ସୁରକ୍ଷିତ ଥିଲା, ହିଂସାକୁ ନଇ ମୋଦିଙ୍କୁ ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୧୭।୧୧: ମଣିପୁରରେ ନିଖୋଜ ଥିବା ୬ଜଣଙ୍କ ମଧ୍ୟରୁ ତିନି ଜଣଙ୍କ ମୃତଦେହ ଉଦ୍ଧାର ହେବା ପରେ ରାଜ୍ୟରେ ପୁଣି ଥରେ ହିଂସା ଦେଖାଦେଇଛି। ଏହା ପରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri