Posted inଫୁରସତ

ମୟୂର ସମ୍ପର୍କରେ ଜାଣିଛନ୍ତି କି ଏସବୁ କଥା

ମୟୂର ଆମର ଜାତୀୟ ପକ୍ଷୀ। ପୁଚ୍ଛ ପାଇଁ ଏହା ଖୁବ୍‌ ସୁନ୍ଦର ଦେଖାଯାଏ। ବର୍ଷା ଦେଖିଲେ ପୁଚ୍ଛ ମେଲାଇ ନୃତ୍ୟ କରିଥାଏ। ଆମେ ଏତିକି ଜାଣିଛେ ମାତ୍ର ମୟୂର କ’ଣ ଖାଏ? ଏହା ପୁଚ୍ଛରେ କେତୋଟି ଚନ୍ଦ୍ରିକା ରହିଛି ଜାଣନ୍ତି କି? ଯଦି ନା ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ…

ପୁଚ୍ଛ : ଗୋଟିଏ ମୟୂର ପୁଚ୍ଛରେ ୧୫୦ଟି ଚନ୍ଦ୍ରିକା ଥାଏ। ଏହାର ରଙ୍ଗ ହଳଦୀ, ନୀଳ, ବାଇଗଣୀ ଏବଂ ଧୂସର ହୋଇଥାଏ। ମୟୁର ପୁଚ୍ଛର ଲମ୍ବ ୬ ଫୁଟ ହୋଇଥାଏ। ଏହା ତା’ ଶରୀର ଲମ୍ବର ପ୍ରାୟ ଶତକଡ଼ା ୬୦ ଭାଗ। ଭଗବାନ ଶ୍ରୀକୃଷ୍ଣ, କାର୍ତ୍ତିକଙ୍କ ମୁଣ୍ଡରେ ମୟୂର ଚନ୍ଦ୍ରିକା ଶୋଭା ପାଇଥାଏ। ହିନ୍ଦୁଧର୍ମ ଅନୁସାରେ ଘରେ ମୟୂର ପୁଚ୍ଛ ରଖିଲେ ନକରାତ୍ମକ ଶକ୍ତି ଦୂରେଇ ଯାଏ। ପ୍ରାଚୀନ କାଳରେ ମୟୂର ପୁଚ୍ଛ କାଠିକୁ କାଳିରେ ବୁଡ଼ାଇ ଲେଖାଯାଉଥିଲା।

ମୟୂରର ସ୍ବର : ୧୧ ପ୍ରକାର ସ୍ବର କରିଥାଏ ମୟୂର।  ମୟୂର ପ୍ରତିଘଣ୍ଟାରେ ୧୬ କିମି ଖୁବ୍‌ ଜୋର୍‌ରେ ଦୌଡ଼ିଥାଏ।

ଆୟୁଷ : ଏହା ୨୦ ବର୍ଷ ବଞ୍ଚିଥାଏ।

ମୟୂର କ’ଣ ଖାଇଥାଏ : ମୟୂର ସର୍ବାହାରି। ଘାସ, ପତ୍ର, ମକା, ଗହମ, ଝିଟିପିଟି, ମୂଷା, ସାପ ଇତ୍ୟାଦିକୁ ଖାଦ୍ୟ ଭାବେ ଗ୍ରହଣ କରିଥାଏ। ଏଥିପାଇଁ ମୟୂରକୁ କୃଷକର ଭଲ ବନ୍ଧୁ କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନର ଦୀପ ଯେଉଁଠି ଜଳେ, ସେଠି ଅନ୍ଧାକାର ହୋଇ ନ ଥାଏ

ଜ୍ଞାନର ଦୀପ ଯେଉଁଠି ଜଳିଥାଏ, ସେଠି କେବେ ଅନ୍ଧକାର ହୋଇ ନ ଥାଏ। ଶବ୍ଦର ଜ୍ଞାନ କିମ୍ବା ଲେଖାପଢ଼ା ଜ୍ଞାନ ଏମିତି ଏକ ଶକ୍ତି, ଯାହା...

ମଣିଷ ଚିହ୍ନିବାରେ କରିଛନ୍ତି କି ବଡ଼ ଭୁଲ? ପଶ୍ଚାତାପ କରୁଥିଲେ ଜାଣନ୍ତୁ ଚାଣକ୍ୟଙ୍କ ଏହି ୪କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ବର୍ଣ୍ଣନା କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହେଲେ ହେଁ ଯିଏ ତାହା କରିପାରିଛନ୍ତି ଜୀବନ ସୁଖମୟ...

୧୦ ବର୍ଷ ଧରି ୫୦ ଲୋକଙ୍କ ଦ୍ୱାରା ସ୍ତ୍ରୀଙ୍କୁ ବଳାତ୍କାର କରାଉଥିଲେ ସ୍ବାମୀ, କୋର୍ଟରେ ଦୁଃଖ ବଖାଣିଲେ ମହିଳା

ସ୍ବାମୀ (ବର୍ତ୍ତମାନ ପୂର୍ବତନ)ଙ୍କ ଦ୍ୱାରା ଅଚେତ ଅବସ୍ଥାରେ ଡ୍ରଗ୍ସ ଦେଇ ପ୍ରାୟ ଏକ ଦଶନ୍ଧି ଧରି ବଳାତ୍କାରର ଶିକାର ହୋଇଥିବା ମହିଳା ଜିସେଲେ ପେଲିକାଟ, ଗୁରୁବାର...

କ’ଣ ଅଫିସ୍‌ରେ ବାରମ୍ବାର ‘ସୁଟା ବ୍ରେକ୍‌’ ନେବା ଦ୍ୱାରା ଷ୍ଟ୍ରେସ୍‌ କମିଥାଏ? ଜାଣନ୍ତୁ ଏହା ପଛର ସତ?

ନୂଆଦିଲ୍ଲୀ,୫।୯: ସିଗାରେଟ୍‌ ଟାଣିବାର ସୌକିନ ରଖିଥିବା ଲୋକ ଅଧିକ ଷ୍ଟ୍ରେସରେ ଥିଲେ ଅଧିକ ଧ୍ରୁମପାନ କରିଥାନ୍ତି। ସେମାନେ ବିଶ୍ୱାସ କରନ୍ତି କି, ସିଗାରେଟ୍‌ ଏକ ଷ୍ଟ୍ରେସ୍‌...

ମାଛ ମଡ଼କ ଯୋଗୁ ଏମର୍ଜେନ୍ସି

ଏଥେନ୍ସ:ଗ୍ରୀସ୍‌ର ଭୋଲୋସ ସହର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ହ୍ରଦ, ନଦୀ ଓ ବିଭିନ୍ନ ଜଳାଶୟଗୁଡ଼ିକରେ ଲକ୍ଷାଧିକ ମୃତ ମାଛ ପଡ଼ି ରହିଛନ୍ତି। ଏତେ...

ବିଶ୍ୱର ସବୁଠୁ ବୟସ୍କ କୁମ୍ଭୀର

ପ୍ରିଟୋରିଆ: ପୃଥିବୀର ସର୍ବ ପୁରାତନ ଜୀବଜନ୍ତୁମାନଙ୍କ ମଧ୍ୟରେ କୁମ୍ଭୀର ଅନ୍ୟତମ। ପ୍ରାୟତଃ ବିପଜ୍ଜନକ ଶିକାରୀ ଭାବେ କୁମ୍ଭୀର ଅନ୍ୟ ପ୍ରାଣୀମାନଙ୍କ ଉପରେ ଆକ୍ରମଣ କରିବାକୁ କୁଣ୍ଠାବୋଧ...

୨୦୨୫ରୁ ୭ ବର୍ଷ ଦେଖି ହେବନି ଶନି ବଳୟ

ଓ୍ବାଶିଂଟନ, ୪।୯: ସୌର ଜଗତରେ ଶନି ସୂର୍ଯ୍ୟଙ୍କଠାରୁ ଷଷ୍ଠ ଗ୍ରହ ହୋଇଥିବା ସହ ଏହା ଦ୍ୱିତୀୟ ବୃହତ୍ତମ ଗ୍ରହ ମଧ୍ୟ। ଏହି ଗ୍ରହର ଚାରିପଟେ ଏକ...

ପୃଥିବୀ ଉପରେ ବଡ଼ ବିପଦ! ଦ୍ରୁତ ଗତିରେ ମାଡି ଆସୁଛି ଭୟଙ୍କର ଗ୍ରହ, ସେପ୍ଟେମ୍ବରରେ…, ଆଲର୍ଟ ଜାରି କଲା ନାସା

ଏକ ଗ୍ରହ ସମ୍ବନ୍ଧରେ ନାସା ଏକ ସତର୍କ ସୂଚନା ଜାରି କରିଛି। ନାସା କହିଛି ଯେ ପ୍ରାୟ ୭୨୦ ଫୁଟର ଏକ ବିଶାଳ ଗ୍ରହ, ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri