ଯୁବକଙ୍କ ଗୁପ୍ତାଙ୍ଗ କାଟିଲେ ଦୁର୍ବୃତ୍ତ

ପାଟଣା,୨୬ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ସଁରାପଶି  ଗ୍ରାମରେ  ବନ୍ଦ ପଡ଼ିଥିବା ଏକ ଆବାସିକ ଶିଶୁମନ୍ଦିର ପ୍ରକୋଷ୍ଠରୁ ଶୁକ୍ରବାର ସକାଳେ ରକ୍ତ ଜୁଡୁବୁଡୁ ଅବସ୍ଥାରେ  ଜଣେ ଯୁବକଙ୍କୁ ଘର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଯୁବକ ଜଣକ ହେଉଛନ୍ତି ରହିଦାସ ମହାନ୍ତଙ୍କ ୨୮ବର୍ଷର ବିବାହିତ ପୁଅ ଦୀପକ ମହାନ୍ତ। ଦୀପକଙ୍କ ଗୁପ୍ତାଙ୍ଗକୁ କେହି ଧାରୁଆ ଅସ୍ତ୍ରରେ କାଟି ଦେଇଥିବା ଅନୁମାନ କରାଯାଉଛି। ଦୀପକ ଜଣେ ଟେଣ୍ଟମାଲିକ। ସୂଚନା ଅନୁଯାୟୀ, ଦୀପକ ସକାଳୁ ଉଠି ଶୌଚ ହେବା ପାଇଁ ଘରୁ ବାହାରି ଯାଇ  ଆଉ ଫେରି ନ ଥିଲେ। ଦୀପକଙ୍କ ବାପା ବହୁ  ଖୋଜାଖୋଜି କରିବା ପରେ ଘର  ନିକଟରେ ଥିବା ଏକ ପରିତ୍ୟକ୍ତ ସ୍କୁଲ ଘରୁ ତାଙ୍କୁ ଉଦ୍ଧାର କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାଟଣା ଏବଂ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଯୁବକଙ୍କୁ ପିଟି ଦେଇ ଚାଲିଗଲା ଅଜଣା ଗାଡ଼ି

ବସ୍ତା,୧୭।୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ୬୦ ନଂ ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ...

ଖତଗଦାରେ ଲୁଚାଇ ରଖିଥିଲେ ଲକ୍ଷାଧିକ ଚୋରି ଟଙ୍କା, ମାଡ଼ି ବସିଲା ହାଇଦ୍ରାବାଦ ପୋଲିସ

ଭୋଗରାଇ,୧୬ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ହାଇଦ୍ରାବାଦ ଅଞ୍ଚଳରୁ ଲୁଟ୍‌ ହୋଇଥିବା ଲକ୍ଷାଧିକ ଟଙ୍କା ବଡ଼ମନ୍ଦାରୁଣୀ ଗ୍ରାମରୁ ଉଦ୍ଧାର ହୋଇଛି।...

କାର୍ତ୍ତିକ ପୂର୍ଣ୍ଣିମାରେ ଭାସିଲା ୧୬୦ ଫୁଟର ଡ଼ଙ୍ଗା

ସୋର,୧୫।୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ନୌବାଣିଜ୍ୟ ପରମ୍ପରାପକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ,...

ଧରାପଡ଼ିଲେ ବଣ୍ଟି-ବବ୍‌ଲି ଯୋଡ଼ି:ସେଲିବ୍ରିଟିଙ୍କ ଫେକ୍‌ ଆଇଡିରେ ପ୍ରେମ ସମ୍ପର୍କ

ବାଲେଶ୍ୱର, ୧୫।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ସାଇବର ଥାନା ପୋଲିସ ହାତରେ ବଣ୍ଟି-ବବ୍‌ଲି ଯୋଡ଼ି ଓ ସେମାନଙ୍କ ଗ୍ୟାଙ୍ଗ ଧରାପଡ଼ିଛନ୍ତି। ଏହି ଗ୍ୟାଙ୍ଗ ସେଲିବ୍ରିଟିଙ୍କ ଫେକ୍‌ ଆଇଡି ଦ୍ୱାରା...

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର...

ଖଟ ଉପରେ ଶୋଇଥିଲେ ବୃଦ୍ଧା, ଘରେ ପଶି ଝୁଣି ମାରିଦେଲା କୁକୁର

ଭୋଗରାଇ,୧୪ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜୟରାମପୁର ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ୬୫ ବର୍ଷୀୟା ରୋଗାଗ୍ରସ୍ତା...

ବାତ୍ୟାର ୧୯ ଦିନ ବିତିଲା, ରାସ୍ତା ଉପରୁ ହଟୁନି ଗଛ

ଔପଦା, ୧୩।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଫତେପୁର ପଞ୍ଚାୟତ ପାଇକପଡା ଗ୍ରାମ ତୁଟାସାହି ମୁଖ୍ୟରାସ୍ତା ଉପରେ ବାତ୍ୟାରେ ଏକ ବିରାଟ ତେନ୍ତୁଳି ଗଛ...

ବ୍ୟାଙ୍କ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜଳେଶ୍ୱର,୧୧ା୧୧(ନବୀନ ସାହୁ): ବାଲେଶ୍ବର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଖପରାପଦା ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri