ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟକୁ ୨ଶହ ଶ୍ରମିକ ସ୍ପେଶାଲ ଟ୍ରେନ୍ରେ ୩ ଲକ୍ଷ ଓଡ଼ିଆ ଫେରିଛନ୍ତି। ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଛି। ସମସ୍ତଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା ସହ ସେମାନଙ୍କୁ ଜିଲାକୁ ପଠାଯାଇଛି। ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍ରେ ରହିବାର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରବିବାର ଟୁଇଟ୍ କରି ସୂଚନା ଦିଆଯାଇଛି।
#ShramikSpecial trains have completed 200 journeys bringing home more than 3 lakh Odias, stranded due to #COVID19 lockdown. With coordinated effort & planning, the returnees are screened for symptoms, provided food & send to districts to undergo mandatory quarantine#OdishaCares pic.twitter.com/gcIGTIzszM
— CMO Odisha (@CMO_Odisha) June 7, 2020