CORONAVIRUS UPDATE: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୮

ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଏମାନେ ବାଲେଶ୍ୱର ଜିଲାର ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ବ୍ଲକ୍ ଦାୟିତ୍ୱ ନେଲେ ଜି. ଉଦୟଗିରି ବିଡ଼ିଓ

ରାଇକିଆ,,୮ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍ ର ନୂତନ ବିଡ଼ିଓ ଭାବେ ଦାୟିତ୍ଵ ନେଇଛନ୍ତି ମନୋଜ କୁମାର ଦେବତା। ସେ ଜି. ଉଦୟଗିରି ବିଡିଓ...

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର...

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା।...

ନାବାଳିକାଙ୍କୁ ଭାତ-ମାଂସ ଖାଇବାର ଲୋଭ ଦେଖାଇ କରିଥିଲେ ବଳାତ୍କାର, ଏବେ ଭୋଗିବେ ଆଜୀବନ କାରାଦଣ୍ଡ

ବାରିପଦା,୮ା୧(ନୀଳାଦ୍ରି ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ ପୋକ୍ସୋ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ...

ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri