ରାଜ୍ୟରେ ଚିହ୍ନଟ ହେଲେ ୨୯୬ କରୋନା ପଜିଟିଭ୍‌

ଭୁବନେଶ୍ବର,୨୪।୮(ବ୍ୟୁରୋ): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୯୬ ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୪୭ ସଂକ୍ରମିତ କ୍ବାରାଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସର ପିଲା ୪୪ ଜଣ ରହିଛନ୍ତି।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୧, ବାଲେଶ୍ବରରୁ ୪, ବରଗଡ ୮, ଭଦ୍ରକରୁ ୧, ବଲାଙ୍ଗୀରରୁ ୨୧, ବୌଦ୍ଧରୁ ୨, କଟକରୁ ୨୦, ଦେବଗଡରୁ ୨, ଢେଙ୍କାନାଳରୁ ୨, ଗଜପତିରୁ ୬, ଜଗତସିଂହପୁରରୁ ୩, ଯାଜପୁରରୁ ୬, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୨୩, କୋରାପୁଟରୁ ୨, କନ୍ଧମାଳରୁ ୪, କେନ୍ଦ୍ରାପଡାରୁ ୫, ଖୋର୍ଦ୍ଧାରୁ ୬୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୭, ନୟାଗଡରୁ ୭, ନୂଆପଡାରୁ ୬, ପୁରୀରୁ ୩, ରାୟଗଡାରୁ ୩, ସମ୍ବଲପୁରରୁ ୧୩, ସୋନପୁରରୁ ୨, ସୁନ୍ଦରଗଡରୁ ୧୪୪ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୫ ଜଣ ସଂକ୍ରମିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri