ରାଜ୍ୟରେ ୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼, କଟକରୁ ସର୍ବାଧିକ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ଶନିବାର ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୮ ହଜାର ୧୨୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼, ଓ କଟକ ଜିଲାରୁ ସର୍ବାଧିକ ୧୩ ଲେଖାଏ ଥିବା ବେଳେ ଅନୁଗୋଳରୁ ୫, ବାଲେଶ୍ୱରରୁ ୨, ବରଗଡ଼ ୨, ବଲାଙ୍ଗୀରରୁ ୩, କଟକରୁ ୧୩, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୩, କେନ୍ଦୁଝରରୁ ୧, ଖୋର୍ଦ୍ଧରୁ ୭, ମୟୂରଭଞ୍ଜରୁ ୭, ସମ୍ଭଲପୁରରୁ ୩ ଆକ୍ରାନ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍ନତ୍‌ ଆସିଲା ପରେବି କମୁନି ରାଜନୀତି, ଏଯମୁନାକୁ ନେଇ ଉଠିଲାଣି ଗୁଜବ କହିଲେ…

ଭୁବନେଶ୍ୱର,୮।୧: ବାଘକୁ ନେଇ ବଢ଼ୁଛି ରାଜନୀତି। ବାଘ ଏବେ ପୁରୁଲିଆରେ ଅଛି, ତାକୁ ଓ ସରକାର ନେଇଯାଆନ୍ତୁ ବୋଲି ମମତା କହିବା ପରେ ରାଜନୀତି ଉଷ୍ମ...

୨ ଖଣି ଅଧିକାରୀଙ୍କ କ୍ୱାର୍ଟର୍ସରେ ସିବିଆଇର ବଡ଼ଧରଣର ଚଢ଼ାଉ

ସୁନ୍ଦରଗଡ଼,୮ା୧: ଆଇରନ ମାଇନ୍ସର ୨ ବରିଷ୍ଠ ଅଧିକାରୀଙ୍କ କ୍ବାର୍ଟର୍ସରେ ବୁଧବାର ସିବିଆଇ ବଡ଼ଧରଣର ଚଢ଼ାଉ କରିଛି। ବରସୁଆଁ ସେଲ୍‌ ଆଇରନ ମାଇନ୍ସର ୨ ଉଚ୍ଚପଦସ୍ଥ ଅଧିକାରୀ...

ନିର୍ଦ୍ଦୋଷରେ ଖଲାସ ହେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୮।୧: ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ଗତକାଲି ୨ଟି ଓ ଆଜି ୩ଟି...

ଖଣି ବ୍ୟବସାୟୀଙ୍କ ଘରେ ପଶିଲା ଇଡି, ଚାଲିଛି ଚଢାଉ

ଭୁବନେଶ୍ୱର,୮।୧: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ପଶିଲା ଇଡି। ଢେଙ୍କାନାଳ ଘର ଓ ଫାର୍ମହାଉସ, ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା, ଭୁବନେଶ୍ବରର ୩ଟି ସ୍ଥାନରେ...

ଧଉଳି, ଚିଲିକା ବୁଲନ୍ତୁ; ଡାଲମା, ରସଗୋଲାର ମଜା ନିଅନ୍ତୁ: ପ୍ରବାସୀ ଭାରତୀୟଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୮।୧: ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହୋଇଥିବା ଅଷ୍ଟାଦଶ ପ୍ରବାସୀ...

ମୋଦିଙ୍କ ନେତୃତ୍ୱରେ ଆମେ ବିକଶିତ ଭାରତ ଅଭିମୁଖେ ଯାଉଛୁ: ଜୟଶଙ୍କର

ଭୁବନେଶ୍ବର,୮।୧: ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌...

ପ୍ରବାସୀ ଭାରତୀୟ ସମ୍ମିଳନୀ: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ

ଭୁବନେଶ୍ବର,୮।୧: ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌...

ରାଜଧାନୀରେ ଚାଞ୍ଚଲ୍ୟ:ରସୁଲଗଡ଼ ଛକରେ ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ବର,୮।୧:ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ୍‌ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି। ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri