ରାୟଗଡ଼ ପୋଲିସ ଦ୍ୱାରା ପୂର୍ବତନ ବିଧାୟକ ଅଟକ, ହତ୍ୟାକାଣ୍ଡରେ ସମ୍ପୃକ୍ତି ନେଇ ଚାଲିଛି ପଚରାଉଚରା

ଝାରସୁଗୁଡ଼ା ଅଫିସ,୧୩।୨: ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଛତିଶଗଡ଼ ପୋଲିସ ଅଟକ ରଖିଛି। ଛତିଶଗଡ଼ ରାୟଗଡ଼ ପୋଲିସ ବୁଧବାର ରାତିରେ ଅନୁପଙ୍କୁ ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇନେଇଛି। ବର୍ତ୍ତମାନ ତାଙ୍କୁ ରାୟଗଡ଼ ଜିଲା ଚକ୍ରଧରନଗର ଥାନାରେ ରଖି ପଚରାଉଚରା କରାଯାଉଛି।

ଅନୁପ ବ୍ରଜରାଜନଗର ନିର୍ବାଚନମଣ୍ଡଳୀରୁ ତିନି ଥର କଂଗ୍ରେସ ଟିକେଟରୁ ବିଧାୟକ ରହିଥିଲେ। ପରେ ୨୦୧୪ରେ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗଦେଇଥିଲେ। ସେ ଏବେ ରାଜ୍ୟ ପଣ୍ୟଗାର ନିଗମର ଅଧ୍ୟକ୍ଷ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୧୪ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏକତାଳି ଗ୍ରାମରେ ଗୁୁରୁବାର ସକାଳେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡ଼ି ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ହୋଇଛି।...

ଆସନ୍ତାକାଲିଠାରୁ ଐତିହାସିକ ବାଲିଯାତ୍ରା: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ,୧୪ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ...

ଜୟନାରାୟଣଙ୍କ ଆଗୁଆ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର/ସମ୍ବଲପୁର,୧୪ା୧୧: ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ଜଣେ ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଜୟନାରାୟଣ କୋର୍ଟରେ ଆଗୁଆ ଜାମିନ...

ଘାଟିରୁ ଜବତ ହେଲା ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ, ବଢ଼ିଲା ପୋଲିସର ଚିନ୍ତା

ପଟାଙ୍ଗି,୧୪ା୧୧(ଶରତ ଧଳ): ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ ଜବତ ନେଇ ପୋଲିସ ପାଇଁ ଚିନ୍ତା ବଢ଼ିଛି। ଏହିପରି ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ...

ଖଟ ଉପରେ ଶୋଇଥିଲେ ବୃଦ୍ଧା, ଘରେ ପଶି ଝୁଣି ମାରିଦେଲା କୁକୁର

ଭୋଗରାଇ,୧୪ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜୟରାମପୁର ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ୬୫ ବର୍ଷୀୟା ରୋଗାଗ୍ରସ୍ତା...

ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍‌ରେ ଗାଁକୁ ଗଲା ମୃତଦେହ

ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ରୋଗୀଙ୍କ ପାଇଁ ମିଳିଲାନି ମହାପ୍ରୟାଣ...

ଘାଟିରେ ଜିଆଇ ତାର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ

ଜି.ଉଦୟଗିରି,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ...

ରାମ୍‌କୋକୁ ୧.୫୨ କୋଟି ଜରିମାନା

ଯାଜପୁର,୧୪ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଧର୍ମଶାଳା ବ୍ଲକ ହରିଦାଶପୁରରେ ପ୍ରତିଷ୍ଠା ହୋଇଥିବା ରାମ୍‌କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍‌ କାରଖାନା ଆଇନଗତ ଅଧିକାର ନ ଥିବା ୫.୪୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri