Posted inVideo

ଲକଡାଉନ ପରଠୁ ଆମେ ବହୁତ କଷ୍ଟରେ ଚଲୁଛୁ | This is how lockdown affects Salia Sahi residents

Featured Video Play Icon

କରୋନା କୋଭି଼ଡ-୧୯ର ଭୟାବହତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସାରା ଦେଶ ଏବେ ୨୧ଦିନ ଲାଗି ଲକଡାଉନ୍ । ଏହାପରେ ସମସ୍ତେ ନିଜ ଘରେ ରହୁଛନ୍ତି । ଏହାରି ଭିତରେ ଆମେ ଆସି ପହଞ୍ଚିଛୁ ସାଲିଆ ସାହିରେ । ଆସନ୍ତୁ ଦେଖିବା ଏଠାରେ ରହୁଥିବା ଲୋକମାନେ ଲକଡାଉନ ସମୟରେ କେମିତି ରହୁଛନ୍ତି ।

 

The entire country has been locked down for 21 days amid rising cases of COVID-19 infections. People have been barred from venturing outside unless for collecting essentials. Meanwhile, we went to Salia Sahi slum of Bhubaneswar to see how life has changed for its residents amid the restrictions.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri