ଲଞ୍ଚ ହେଲା ବିଶ୍ୱର ପ୍ରଥମ ଫ୍ଲାଏ ଆଣ୍ଡ ଡ୍ରାଇଭ୍‌ କାର୍‌

ଓ୍ବାଶିଂଟନ: ବିଶ୍ୱର ପ୍ରଥମ ଫ୍ଲାଏ ଆଣ୍ଡ ଡ୍ରାଇଭ୍‌ କାର୍‌ ବୁଧବାର ପ୍ରଥମ କରି ମିଆମିରେ ଏକ ଇଭେଣ୍ଟରେ ଲଞ୍ଚ ହୋଇଛି। ଏହାକୁ ପାୟନିୟର ପର୍ସନାଲ ଏୟାର ଲ୍ୟାଣ୍ଡିଂ ଭେଇକିଲ (Personal Air Landing Vehicle, PAL-V) ନାମ ଦିଆଯାଇଛି। ଏହାର ଦାମ୍‌ ପାଖାପାଖି ୪.୩୦ କୋଟି ବୋଲି ଜଣାପଡିଛି। ଏପର୍ଯ୍ୟନ୍ତ ଏହାର ୭୦ଟି ବୁକିଂ ସରିଛି। ଏହାର ପ୍ରଥମ ଡେଲିଭରି ୨୦୨୧ରେ ହେବ। କାର୍‌ର ବିକ୍ରି ପାଇଁ କମ୍ପାନୀ ଏକ ସର୍ତ୍ତ ରଖିଛି। ଯେଉଁମାନେ ଏହାକୁ କିଣିବେ ସେମାନଙ୍କ ପାଖେ ଡ୍ରାଇଭିଂ ଲାଇସେନ୍ସ ସହ ପାଇଲଟ ଲାଇସେନ୍ସ ବି ଥିବା ଆବଶ୍ୟକ। ଏହି ଉଡନ୍ତା କାର୍‌ ୧୨,୫୦୦ ଫୁଟ୍‌ ଉପରେ ଉଡି ପାରିବ। ଏହା ଆକାଶରେ ଘଣ୍ଟା ପ୍ରତି ୩୨୧ କିଲୋମିଟର ଗତିରେ ଉଡିପାରିବା ସହ ରାସ୍ତା ଉପରେ ଘଣ୍ଟା ପ୍ରତି ୧୬୦ କିଲୋମିଟର ବେଗରେ ଗତି କରିପାରିବ। ୨ ସିଟର୍‌ ଏହି କାର୍‌ର ଓଜନ ରହିଛି ୬୮୦ କିଲୋ। ଏଥିରେ ୨୩୦ ହର୍ଷ ପାଓ୍ବାରର ୪ଟି ସିଲିଣ୍ଡର ଇଞ୍ଜିନ ଲାଗିଛି। ଏହା ୧୦ ମିନିଟ୍‌ ମଧ୍ୟରେ ଥ୍ରୀ ହ୍ବିଲର କାର୍‌ରୁ ଜାୟରୋକପ୍ଟରରେ ପରିଣତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ପାଇଁ ଭାରତକୁ ଚିଠି ଲେଖିଲା ବାଂଲାଦେଶ

ଢାକା,୨୩।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଦାବିରେ ବାଂଲାଦେଶ ଭାରତକୁ ଏକ ଚିଠି ଲେଖିଛି। ବାଂଲାଦେଶର ବୈଦେଶିକ ବ୍ୟାପାର ପରାମର୍ଶଦାତା ତାହିଦ ହୁସେନ କହିଛନ୍ତି...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri