ସଙ୍ଗରୋଧ କେନ୍ଦ୍ରରୁ ଫେରାର ପ୍ରବାସୀଙ୍କୁ ଉଦ୍ଧାର କଲେ ଗ୍ରାମବାସୀ

ବେତନଟୀ,୩ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଯୁଗଳ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଫେରାର ହୋଇଯାଇଥିଲେ। ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଅଧିକାରୀ ଓ ସ୍ଥାନୀୟ ଗ୍ରାମବାସୀ ସନ୍ଧ୍ୟାରେ ଯୁଗଳ ହାଟରୁ ତାଙ୍କୁ ଉଦ୍ଧାର କରି ପୁନର୍ବାର ସଙ୍ଗରୋଧ କେନ୍ଦ୍ରରେ ଛାଡ଼ିଛନ୍ତି। ସୂଚନା ଅନୁଯାୟୀ, ଗତ ସୋମବାର ଗୁଜରାଟରୁ ଫେରିଥିବା ୨ ପ୍ରବାସୀଙ୍କୁ ଯୁଗଳ ପଞ୍ଚାୟତର ଥିବା ସଙ୍ଗରୋଧ କେନ୍ଦ୍ରରେ ରଖା ଯାଇଥିଲା। ଏହି ୨ଯୁବକ ବିଭିନ୍ନ ବାହାନା କରି ସଙ୍ଗରୋଧ କେନ୍ଦ୍ରରେ ପାଟିତୁଣ୍ଡ କରୁଥିଲେ l ସେମାନଙ୍କ ମଧ୍ୟରୁ ଜଣେ ଯୁବକ ସଙ୍ଗରୋଧ କେନ୍ଦ୍ରରୁ ଫେରାର ହୋଇଯାଇଥିବା ନେଇ ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଜଣେ ଶିକ୍ଷକ ବୈଶିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି l ପୋଲିସ ସଙ୍ଗରୋଧ କେନ୍ଦ୍ରକୁ ଆସି ତଦନ୍ତ କରି ଫେରିଛି। ଏହି ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର...

ମାସକୁ ମିଳିବ ୨୦ ହଜାର

ଭୁବନେଶ୍ୱର,୧୪ା୧(ଅନିଲ ଦାସ): ଦେଶର ଜରୁରିକାଳୀନ ପରିସ୍ଥିତିରେ ମେଣ୍ଟେନାନ୍ସ ଅଫ ଇଣ୍ଟରନାଲ ସିକ୍ୟୁରିଟି ଆକ୍ଟ (ମିସା), ଡିଫେନ୍ସ ଅଫ ଇଣ୍ଡିଆନ (ଡିଆଇଆର) ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ...

କଂସବଧ ସହ ସରିଲା ୧୧ଦିନ ବ୍ୟାପି ଧନୁଯାତ୍ରା

ମଥୁରାନଗରୀ,୧୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ ବ୍ୟାପି ହୋଇଥିବା ଏହି ମହୋତ୍ସବରେ କଂସବଧ ଦୃ୍ଯାଭିନୟ...

କଳାହାଣ୍ଡି ଉତ୍ସବ ପାଇଁ ବାହାରିଲା ମଶାଲ ଶୋଭାଯାତ୍ର

ଲାଞ୍ଜିଗଡ଼,୧୩ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ର ଆରାଧ୍ୟ ଭୈରବ ପୀଠରୁ ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ସୋମବାର ଏକ ମଶାଲ ଶୋଭାଯାତ୍ରା ଭବାନୀପାଟଣା...

ଦାରିଙ୍ଗବାଡି ଶୀତ ମହୋତ୍ସବରେ ହରବାଲ ଚା’ ଦେଉଛି ନିଆରା ସ୍ବାଦ: ସବୁବର୍ଷ ପରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୧୩।୧(ଅରୁଣ ସାହୁ ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଗତ ୩ ଦିନ ଧରି ଶୀତ ମହୋତ୍ସବରେ ହରବାଲ ଚା’ବଣ୍ଟନ କରି ଦାରିଙ୍ଗବାଡିର ବୋଲବମ ସଙ୍ଘ ଚର୍ଚ୍ଚାରେ...

ମିଟର ଖରାପଅଛି କହି ପକାଇଥିଲେ ଫାଇନ୍‌ : ରାଗିଗଲେ ଗ୍ରାମବାସୀ, ବିଦ୍ୟୁତ୍‌ ଭିଜିଲାନ୍ସ ଟିମ୍‌ ଅଧିକାରୀଙ୍କ ସମେତ ୫ଙ୍କୁ ରଖିଲେ ଅଟକ

ଦିଗପହଣ୍ଡି,୧୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ସାହାସପୁର ଗ୍ରାମରେ ବିଦ୍ୟୁତ୍‌ ଭିଜିଲାନ୍ସ ବିଭାଗ ଅଧିକାରୀମାନଙ୍କୁ ସୋମବାର ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ଘଟଣା...

ଆଦିବାସୀ ପରମ୍ପରାର ନିଆରା ଟୋକିମରା ପର୍ବ ପାଳିତ

ଥୁଆମୂଳ ରାମପୁର,୧୩।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ ଆଦିବାସୀ ପରମ୍ପରା ଭରି ରହିଛି ଆଦିମ ସଭ୍ୟତାର ନିଦର୍ଶନ। ଆଜିର ଆଧୁନିକ ସମାଜରେ ଯଦିଓ ବେଶଭୂଷାରେ କେତେକାଂଶରେ ପରିବର୍ତ୍ତନ...

ଉଦଯାପିତ ହେଲା ୩ ଦିନିଆ ଶୀତ ମହୋତ୍ସବ: ମୁଖ୍ୟ ଆକର୍ଷଣ ମଣ୍ଟୁ ଛୁରିଆ,ପାରମ୍ପରିକ ଲୋକକଳା

ଦାରିଙ୍ଗବାଡି,୧୩।୧(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ଯେମିତି ବଢିବାରେ ଲାଗିଛି ସେମିତି ୩ ଦିନିଆ ଶୀତ ମହୋତ୍ସବର ମାହୋଲ ମଧ୍ୟ ସେଭଳି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri