ସଡକ ଦୁର୍ଘଟଣାରେ ୨ ଏନଟିପିସି କର୍ମଚାରୀଙ୍କ ଜୀବନ ଗଲା

ସୁନ୍ଦରଗଡ଼, ୩।୯(ଡି.ଏନ.ଏ.): ସୁନ୍ଦରଗଡ଼ ବାଲିଯୋରୀ ଛକରେ ମଙ୍ଗଳବାର ଏକ ସଡକ ଦୁର୍ଘଟଣାରେ ଦୁଇଜଣ ଏନଟିପିସି କର୍ମଚାରୀଙ୍କ ମୃତ ଘଟିଛି। ସେମାନେ ହେଲେ ସସ୍ମିତା କବିରାଜ ଓ ସୂର୍ଯ୍ୟକାନ୍ତ। ଉଭୟ କର୍ମଚାରୀ ଏକ ସ୍କୁଟି ଯୋଗେ ସୁନ୍ଦରଗଡ଼ରୁ ଦର୍ଲିପାଲି ଫେରୁଥିବାବେଳେ ଏମସିଏଲରୁ ଆସୁଥିବା ଏକ କୋଇଲା ବୋଝେଇ ୧୮ ଚକିଆ ଟ୍ରକ ସହିତ ଧକ୍କା ହୋଇଥିଲା। ଫଳରେ ଦୁଇଜଣ ଚକା ତଳେ ଚାପି ହୋଇଯାଇଥିଲେ। ସୁନ୍ଦରଗଡ଼ ସଦର ଥାନା ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି। ଏଥିସହିତ ଟ୍ରକ ମଧ୍ୟ ଜବତ କରି ଏକ ଦୁର୍ଘଟଣା ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ପୁଣି କୋଇଡ଼ା ଅଞ୍ଚଳରେ ସକ୍ରିୟ ହେଲେ ମାଓବାଦୀ, ପୋଷ୍ଟରରେ ଲେଖିଲେ…

ଟେନ୍‌ସା,୨୦ା୯(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ କୋଇଡ଼ା ବ୍ଲକର କେ.ବଳାଙ୍ଗ ଥାନା ଅନ୍ତର୍ଗତ ରେଞ୍ଜରା ରେଲଓ୍ବେ ସାଇଡିଂରେ ମାଓବାଦୀ ପୁଣି ସକ୍ରିୟ...

ଜଙ୍ଗଲକୁ ସ୍ବାମୀଙ୍କ ସହ କାଠ ଆଣିବାକୁ ଯାଇଥିଲେ, ଝଗଡା ହେବାରୁ କଲେ ଏଭଳି କାଣ୍ଡ

ଟେନସା,୨୦।୯(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋମଣ୍ଡ ଗ୍ରାମରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ମାଙ୍ଗରି ମୁଣ୍ଡା...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ଆତଙ୍କ ସୃଷ୍ଟି କରୁଥବା ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍‌, ରେଡିଓକୋଲାର ଲଗାଇଲା ବନ ବିଭାଗ

ଟେନ୍‌ସା,୧୮ା୯(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଓ ବରସୁଆଁ ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଗତ ୫ବର୍ଷ ଧରି ଆତଙ୍କ ଚଳାଉଥିଲା। ଦନ୍ତାହାତୀଟିକୁ ବନ ବିଭାଗ...

ଭାଟି ମ୍ୟାନେଜରଙ୍କୁ ମହିଳାଙ୍କ କଡ଼ା ଚେତାବନୀ

ବଡ଼ଗାଁ,୬ା୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଞ୍ଚଳରେ ମଦ ବିରୋଧୀ ଆନ୍ଦୋଳନ ତେଜୁଛି। ଗତ ୨ ସପ୍ତାହ ମଧ୍ୟରେ ଫୁଲବାରି ପଞ୍ଚାୟତର ଛାମୁଣ୍ଡା ଓ...

ପୋଲିସକୁ ମିଳିଲା ବଡ଼ ସଫଳତା: ୩୦ ଚୋରା ବାଇକ୍‌ ଜବତ

ଟେନସା,୬।୯(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡା ଏବଂ କେ ବଲାଙ୍ଗ ଥାନା ଅଞ୍ଚଳରୁ ପୋଲିସ ୩୦ ଚୋରା ବାଇକ୍‌ ଜବତ କରିବା ସହ ୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri