ସାଧବ ବୋହୂ ସହ ସେଲ୍‌ଫି

କାକଟପୁର, ୯।୭(ଡି.ଏନ୍‌.ଏ.): ବର୍ଷା ଦିନ ଆରମ୍ଭ ହେଲେ ସବୁଜ ଘାସ ଗାଲିଚା ଉପରେ ସାଧବ ବୋହୁ ଦେଖାଯିବା ସ୍ବାଭାବିକ କଥା। ମାତ୍ର ପରିବେଶ ପରିବର୍ତ୍ତନ ଯୋଗୁ ଏହା କ୍ୱଚିତ ଦେଖିବାକୁ ମିଳୁଛି। ତେବେ କାକଟପୁର ମଙ୍ଗଳା କଲେଜ ପରିସରରେ ଥିବା ଘାସ ଗାଲିଚାରେ ମଙ୍ଗଳବାର ଲାଲ ଟୁକ୍‌ଟୁକ୍‌ ସାଧବ ବୋହୂ ଦେଖିବାକୁ ମିଳିଛି। ଛାତ୍ରୀଛାତ୍ରମାନେ ସେମାନଙ୍କ ସହ ସେଲ୍‌ଫି ନେବା ସହ ଫଟୋ ମଧ୍ୟ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ: ରବି ଋତୁରେ ୨୦୦୦ ହେକ୍ଟର ଜମିକୁ ଯିବ ପାଣି

ବରଗଡ଼ ,୨୩।୧: ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ,ଜଳସମ୍ପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ ଆଜି ସମ୍ବଲପୁର ଓ ବରଗଡ଼ ଜିଲା...

ମଣ୍ଡିରୁ ଧାନ ଉଠାଇବାରେ ଅବହେଳା: ୧୧ ମିଲରଙ୍କୁ ତାଗିଦ୍‌

ଛତ୍ରପୁର,୨୩।୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ବ ଓ ଅବହେଳା କରାଯାଇଥିବାରୁ ଜିଲା ପ୍ରଶାସନ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।...

ଲେମ୍ବୁ ବଗିଚା କେନାଲରୁ ଏକ ବିଲୁପ୍ତପ୍ରାୟ ଉଦ୍ଧାର ହେଲା ଫିସିଂ କ୍ୟାଟ୍

ବାରିପଦା,୨୩।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧିନ ଦେଉଳି ରେଞ୍ଜ କୁଳିଅଣା ସେକ୍ସନ କନିଆଁଲୁକା ଗ୍ରାମର ଲେମ୍ବୁ ବଗିଚା କେନାଲରୁ ଏକ ବିଲୁପ୍ତପ୍ରାୟ...

ଶ୍ରୀ ମନ୍ଦିର ବାହାରେ ହେବ ୱାଚ୍ ଟାୱାର, କଡ଼ାକଡ଼ି ହେବ ସୁରକ୍ଷା

ଭୁବନେଶ୍ୱର,୨୩ା୧: ପୁରୀର ଜଗନ୍ନାଥ ମନ୍ଦିର ଚାରିପାଖରେ ସୁରକ୍ଷା ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ମନ୍ଦିର ବାହାରେ ଏକ ୱାଚ୍ ଟାୱାର ସ୍ଥାପନ କରିବା ବିଷୟରେ...

ବାଇକ୍ ଉପରେ ମାଡ଼ିଗଲା ବାଲି ବୋଝେଇ ହାଇୱା; ୩ ମୃତ

ଯାଜପୁର, ୨୩।୧: ପାଣିକୋଇଲି ଥାନା ଷଠିପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ବାଇକ୍ ଉପରେ ହାଇୱା ମାଡିଯିବାରୁ ୩ ଜଣ ମୃତ୍ୟୁ ବରଣ କରିଛନ୍ତି। ବାଇକରେ ୩...

ମେଟ୍ରୋ ସିଟି ପାଲଟିବ ଭୁବନେଶ୍ୱର: ହେବ ବ୍ୟାପକ ସମ୍ପ୍ରସାରଣ, ପଛରେ ପଡ଼ିବେ ବଡ଼ ବଡ଼ ସହର

ଭୁବନେଶ୍ୱର, ୨୩।୧: ରାଜଧାନୀ ଭୁବନେଶ୍ୱର ସହରକୁ ବ୍ୟାପକ ସମ୍ପ୍ରସାରଣ କରାଯିବ ବୋଲି ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର...

ଗିଜର ସଜାଡ଼ିବାକୁ ଯାଇ ମିସ୍ତ୍ରୀଙ୍କ ଜୀବନ ଗଲା

ବାଲେଶ୍ୱର,୨୩ା୧(ବାଞ୍ଛାନିଧି ଦେ): ବାଲେଶ୍ୱର ସହରରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ବଜାର ନିକଟ ହରିପୁର ଗ୍ରାମକୁ ଗିଜର ସଜା ଯାଇ...

ଜାନୁଆରୀ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୨୩।୧: ଆଗାମୀ ଜାନୁଆରୀ ୨୭ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image