ସାବଧାନ ! କରୋନା ସଂକ୍ରମଣ ପୂର୍ବରୁ ପାଦରେ ଦେଖାଦିଏ ଏଭଳି ଦାଗ

ମାଦ୍ରିଦ୍‌,୧୬।୪: କରୋନା ସଂକ୍ରମଣ ପୂର୍ବରୁ ଶରୀରରେ କେତେକ ଲକ୍ଷଣ ପାଇଥାଏ। ସେସବୁ ମଧ୍ୟରେ ଥଣ୍ଡା, କାଶ, ସର୍ଦ୍ଦି, ଜ୍ୱର, ଗଳା ଦରଜ ଆଦି ରହିଛି। ଏହାସହିତ କେତେକଙ୍କ ଘ୍ରାଣ ଶକ୍ତି କମି ଯାଉଥିବା କୁହାଯାଉଛି। ସେହିପରି କିଛି ଲୋକଙ୍କଠାରେ ଆଖି ପୋଡ଼ିବା ସମସ୍ୟା ମଧ୍ୟ ଦେଖାଦେଇଥାଏ। ତେବେ ଏହା ସହିତ ପାଦରେ ରକ୍ତ ଜମାଟ ବାନ୍ଧିବା ଭଳି ଦାଗ ମଧ୍ୟ ଦେଖାଦେଇଥାଏ ବୋଲି ସ୍ପେନ୍‌ର କେତେକ ଗବେଷକ ସୂଚନା ଦେଇଛନ୍ତି। ଏନେଇ ଏକ ରିପୋର୍ଟ ମଧ୍ୟ ପ୍ରକାଶ ପାଇଛି। ମିଳିମିଳା ଭଳି ଲାଲ୍‌ ଲାଲ୍‌ ଦାଗ ପାଦରେ କରୋନା ସଂକ୍ରମଣ ପୂର୍ବରୁ ଇଟାଲି, ସ୍ପେନ୍‌ ଏବଂ ଫ୍ରାନ୍ସ୍‌ର ବହୁ ଲୋକଙ୍କଠାରେ ଏଭଳି ଲକ୍ଷଣ ଦେଖାଦେଇଥିବା ସ୍ପାନିଶ୍‌ ଜେନେରାଲ କାଉନସିଲ୍‌ ଅଫ୍‌ ଅଫିସିଆଲ୍‌ ପେଡ଼ିଆଟ୍ରିକ୍‌ କଲେଜର ଗବେଷକ ଦାବି କରିଛନ୍ତି। ଏପରି ଲକ୍ଷଣ ଦେଖାଦେବା ପରେ ଶୀଘ୍ର ଚିକିତ୍ସା କଲେ ସଂକ୍ରମିତ ସୁସ୍ଥ ହୋଇ ଯାଉଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ଶେଷ ସପ୍ତାହରେ ଏହି ୬ ରାଶିର ବ୍ୟକ୍ତିବିଶେଷଙ୍କ ଉପରେ ହେବ ଧନ ବର୍ଷା

ଆଉ କିଛିଦିନ ପରେ ଆରମ୍ଭ ହେବ ଇଂରାଜୀ ନବବର୍ଷ। ଏବେ ଡିସେମ୍ବର ସରିବାକୁ ଯାଉଛି। ତେବେ ଏହି ମାସର ଶେଷ ସପ୍ତାହ ଅର୍ଥାତ୍‌ ୨୩ ଡିସେମ୍ବରରୁ...

ପାକିସ୍ତାନରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ୧୬ ଯବାନ ନିହତ, ୮ ଆହତ

ଇସଲାମାବାଦ,୨୧।୧୨: ପାକିସ୍ତାନର ଖୈବର ପାଖତୁନଖ୍ବାଠାରେ ଆତଙ୍କବାଦୀ ଆକ୍ରମଣ ହେବାର ଖବର ମିଳିଛି। କୁହାଯାଉଛି ଯେ ମକିନ ଅଞ୍ଚଳରେ ଏହି ଆକ୍ରମଣ ଗତ କିଛି ମାସ ମଧ୍ୟରେ...

୪୩ ବର୍ଷ ପରେ କୁଏତ ଗସ୍ତ କରିଛନ୍ତି ମୋଦି, ଏସବୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ କରିବେ ଆଲୋଚନା

କୁଏତ୍‌,୨୧ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ଗସ୍ତରେ ଯାଇ କୁଏତରେ ପହଞ୍ଚିଛନ୍ତି। ଯେଉଁଠାରେ ସେ କୁଏତ ନେତୃତ୍ୱଙ୍କ ସହ ଆଲୋଚନା କରିବେ। କୁଏତର...

ରୁଷିଆରେ ୟୁକ୍ରେନର ବଡ଼ଧରଣର ଆକ୍ରମଣ: ଶିଶୁଙ୍କ ସମେତ ୬ ମୃତ, ୧୦ରୁ ଅଧିକ ଗୁରୁତର

ମସ୍କୋ,୨୧ା୧୨: ରୁଷିଆର କଜାନ ସହର ଉପରେ ୟୁକ୍ରେନ ଏକ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି। ଏହି ଆକ୍ରମଣ ଆମେରିକାର ୯/୧୧ ଷ୍ଟାଇଲ୍‌ରେ ହୋଇଛି। ଫଳରେ ଶିଶୁଙ୍କ...

୯/୧୧ ଭଳି ରୁଷିଆ ଉପରେ ୟୁକ୍ରେନର ଭୟଙ୍କର ଡ୍ରୋନ୍‌ ମାଡ଼, ୩ ବିଲ୍ଡିଂ ଧ୍ୱଂସ

କିଭ୍‌/ମସ୍କୋ,୨୧ା୧୨: ରୁଷିଆର କଜାନ ସହରରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଠାକାର ତିନୋଟି ବଡ଼ ବିଲ୍ଡିଂରେ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଏହା ଆମେରିକାର ୯/୧୧ ଘଟଣା...

ସୁନୀତା ଓ୍ବିଲିୟମ୍ସଙ୍କୁ କେତେ ମିଳେ ଦରମା? ଏପରି ରିସ୍କ କଭର୍‌ ପାଇଁ ନାସା ଦିଏ ସ୍ପେଶାଲ…

ଓ୍ବାଶିଂଟନ୍‌,୨୧।୧୨: କୁହାଯାଏ କି ମହାକାଶଚାରୀମାନେ ଦୁନିଆର ସବୁଠାରୁ ସାହସୀ ଲୋକମାନଙ୍କ ମଧ୍ୟରୁ ଜଣେ, ଯେଉଁମାନେ ପୃଥିବୀର ମାଧ୍ୟାକର୍ଷଣକୁ ଚ୍ୟାଲେଞ୍ଜ କରି ମହାକାଶକୁ ଯାତ୍ରା କରନ୍ତି। ଏହିପରି...

ଭାରତ ପଛରେ ୟୁନୁସ୍‌ ସରକାର କରୁଛନ୍ତି ଏମିତି…

କାଇରୋ,୨୧ା୧୨: ବାଂଲାଦେଶର ଅନ୍ତରୀଣ ନେତା ମହମ୍ମଦ ୟୁନୁସ୍‌ ପାକିସ୍ତାନ ସହ ସମ୍ପର୍କ ସୁଦୃଢ଼ କରିବାକୁ ଚାହାନ୍ତି ବୋଲି କହିଛନ୍ତି। ତାଙ୍କର ଏଭଳି ମନ୍ତବ୍ୟରୁ ଭାରତ ସହ...

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଏହି ୫ କଥା ଜାଣିନିଅନ୍ତୁ , ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri