ସୂଚାରୁରୂପେ ପରୀକ୍ଷା କେନ୍ଦ୍ର ଚୟନ ହୋଇଛି, ଅଭିଭାବକଙ୍କ ମନରେ ଆଶଙ୍କା ନ ଉପୁଜୁ: ସିଏଚ୍‌ଏସ୍‌ଇ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଚ୍‌ଏସ୍‌ଇ) ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ ୬ଜଣ ସଦସ୍ୟ ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ନାନା ବାଦ ବିବାଦ ଦେଖାଯିବା ପରେ ରବିବାର ପୂର୍ବରୁ ଚୂଡାନ୍ତ ହୋଇସାରିଥିବା ପରୀକ୍ଷା କେନ୍ଦ୍ର ତାଲିକାରେ ପରିବର୍ତ୍ତନ କରାଯାଇଛି। ସୋମବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏକ ପ୍ରେସ୍‌ ରିଲିଜ୍‌ ଜାରି କରାଯାଇଛି। ଏବର୍ଷ ସୂଚାରୁରୂପେ ପରୀକ୍ଷା କେନ୍ଦ୍ର ଚୟନ ହୋଇଛି। ତେଣୁ ଏହାକୁ ନେଇ ଅଭିଭାବକଙ୍କ ମନରେ ଆଶଙ୍କା ନ ଉପୁଜୁ ବୋଲି ପରିଷଦର ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ସେଣ୍ଟର ଫିକ୍ସିଂ ହୋଇଥିବା ଅଭିଯୋଗ ଆସିବା ପରେ ପରୀକ୍ଷା ସ୍ବଚ୍ଛତା ଓ ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ଅଭିଭାବକ ମହାସଂଘ ମାନବ ଅଧିକାର କମିଶନଙ୍କ ଦ୍ବାରସ୍ଥ ହୋଇଥିଲା। କମିଶନ ଫେବୃୟାରୀ ୧୮ ସୁଦ୍ଧା ରିପୋର୍ଟ ଦେବା ଲାଗି ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେବା ସହ ଅଭିଭାବକଙ୍କ ସଂଶୟ ଦୁର ଲାଗି ପରିଷଦ ପ୍ରେସ ନୋଟ ଦେବା ଲାଗି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା...

ରାଜ୍ୟ ବାହାର ବାଘଙ୍କୁ ସୁହାଉନି ଓଡ଼ିଶା ଜଙ୍ଗଲ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲକୁ ପସନ୍ଦ କରୁନାହାନ୍ତି ରାଜ୍ୟ ବାହାରର ବାଘ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ାଇବା ପାଇଁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତ୍‌କୁ...

୫ ଉପକୂଳ ଜିଲାରେ ସୃଷ୍ଟି ହେବ ହେନ୍ତାଳବଣ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉପକୂଳ ଜିଲା ପାଇଁ ବରଦାନ ସାଜୁଛି ହେନ୍ତାଳବଣ। ତେଣୁ ହେନ୍ତାଳ ବଣର ଗୁରୁତ୍ୱକୁ ଉପଲବ୍ଧି...

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ...

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ...

୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର,୨୬ା୧୨: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ନିମନ୍ତେ ଉଦ୍ଦିଷ୍ଟ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ୨ୟ ପରିଚାଳନା କମିଟି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ...

ବିଜେଡିକୁ ଝଟ୍‌କା: ପ୍ରତିଷ୍ଠା ଦିବସରେ ଦଳ ଛାଡ଼ଲେ ବ୍ଲକ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri