ସ୍ବା ସ୍ଥ୍ୟ ସୂ ଚ ନା

-ସକାଳୁ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସକାଳ ଜଳଖିଆ ବା ବ୍ରେକ୍‌ଫାଷ୍ଟ କରିବାକୁ ଭୁଲନ୍ତୁ ନାହିଁ।
-ସକାଳ ଜଳଖିଆରେ ତଟକା ଫଳମୂଳ, ଜୁସ୍‌ ସାମିଲ କରନ୍ତୁ।
-ଯଦି ବ୍ୟାୟାମକୁ ନିଜର ଦୈନନ୍ଦିନ ତାଲିକାଭୁକ୍ତ କରୁଛନ୍ତି ଜଣେ ବ୍ୟାୟାମ ଏକ୍ସପର୍ଟଙ୍କ ସହ ଆଲୋଚନା କରନ୍ତୁ।
-ବିଳମ୍ବିତ ରାତ୍ରିଭୋଜନ ଅଭ୍ୟାସ ବଦଳାନ୍ତୁ। ଏପରି ଅଭ୍ୟାସ ପେଟଜନିତ ସମସ୍ୟାର କାରଣ ସାଜିଥାଏ।
-ପ୍ରତିଦିନ କିଛି ସମୟ ଯଦି ଯୋଗ, ପ୍ରାଣାୟାମ କରୁଛନ୍ତି ତେବେ ତାହା ଆପଣଙ୍କ ଶରୀରକୁ ଅନେକାଂଶରେ ସୁସ୍ଥ ରଖିଥାଏ।
-ଦୈନନ୍ଦିନ ଖାଦ୍ୟ ତାଲିକାରେ ସବୁଜ ପନିପରିବା ସାମିଲ କରନ୍ତୁ।
-ଏକାଥରେ ପୁଳାଏ ଖାଦ୍ୟ ନ ଖାଇ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ଅଳ୍ପ ଅଳ୍ପ ଖାଆନ୍ତୁ।
-ଗୋଟିଏ ସ୍ଥାନରେ ଯଦି ଅଧିକ ସମୟ ବସି ରହି କାମ କରିବାକୁ ପଡ଼େ ତେବେ କିଛି କିଛି ସମୟ ଅନ୍ତରାଳରେ ଠିଆହୋଇ ବୁଲାବୁଲି କରନ୍ତୁ। ଏହାଦ୍ୱାରା ଗୋଡ଼ର ସ୍ନାୟୁଗୁଡ଼ିକ ପ୍ରଭାବିତ ହୋଇ ନ ଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image