ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଅଭ୍ୟାସକରି ପ୍ରତିଦିନ ସକାଳେ ଖାଲିପାଦରେ ଘାସରେ ଚାଲିଲେ ଅନେକ ଉପକାର ମିଳିଥାଏ। ଘାସ ଉପରେ ପଡ଼ିଥିବା କାକର ପାଦରେ ଲାଗିଲେ ମସ୍ତିଷ୍କର କାର୍ଯ୍ୟକାରୀତା ବୃଦ୍ଧି ପାଇଥାଏ। ଫଳରେ ଚିନ୍ତା ଓ ବିଚାର ଶକ୍ତି ବିକଶିତ ହୋଇପାରିଥାଏ। ଏହାଦ୍ୱାରା ଦୃଷ୍ଟିଶକ୍ତି ବଢ଼ିବା ସହିତ ପାଚନ କ୍ରିୟା ଉପରେ ସକାରାତ୍ମକ ପ୍ରଭାବ ପଡେ। ହାଇପୋଥାଲାମସ୍‌ ଏହାଦ୍ୱାରା ସକ୍ରିୟ ହୋଇ ସ୍ବାଭାବିକ ଭାବେ କାର୍ଯ୍ୟ କରିବା ସହିତ ହରମୋନ କ୍ଷରଣକୁ ନିୟନ୍ତ୍ରିତ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଇ ବ୍ୟାଙ୍କିଙ୍ଗ୍‌ କରୁଥିଲେ …

ସଭିଙ୍କ ପାଇଁ ବିଶେଷକରି ମହିଳାମାନେ ବାହାରକୁ ଗଲେ ପର୍ସରେ କ୍ୟାଶ୍‌ ରଖି ଯାଉଥିବାରୁ ଟଙ୍କା ଚୋରି, ଡକାୟତି ଇତ୍ୟାଦିର ଆଶଙ୍କା ରହିଥାଏ; ଯାହାକି ଇ-ବ୍ୟାଙ୍କିଙ୍ଗ ଆସିବା...

ତ୍ୱଚାର ସୁନ୍ଦରତା ବଢ଼ାଏ ତୁଳସୀ ପତ୍ର: ଜାଣନ୍ତୁ କେମିତି

ଖରା, ଝାଳ, ଧୂଳି, ଧୂଆଁ ଆଦି ପ୍ରଭାବରୁ ତ୍ୱଚାକୁ ସୁରକ୍ଷା ପ୍ରଦାନ କରିବା ସହ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି କରିବା ଲାଗି ତୁଳସୀ ଏକ ବରଦାନ...

ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ...

ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ; ଯେଉଁ କାମରେ ଯାଉଥିବ ତାହା…

ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ...

ଗୋଟିଏ ଡାଲାରେ ଆଳୁ-ପିଆଜକୁ ଏକାଠି ରଖୁଛନ୍ତି କି? ହୋଇପାରେ ଅଶୁଭ!

ଆପଣ ନିଜ ରୋଷେଇ ଘରେ ଆଳୁ ଓ ପିଆଜକୁ ଏକାଠି ଗୋଟିଏ ଝୁଡ଼ିରେ ରଖୁଛନ୍ତି କି? ଯଦି ହଁ, ତେବେ ଏହା ଏକ ବଡ଼ ଭୁଲ...

ନିୟମିତ ଖାଆନ୍ତୁ ଦହି ଭାତ!

ଗ୍ରୀଷ୍ମ ଋତୁରେ ଅନେକେ ଲୋକ ଦହି ଭାତ ଖାଇବାକୁ ପସନ୍ଦ କରି ଥାଆନ୍ତି। ବିଶେଷ କରି ଓଡ଼ିଆ ଘରେ ଦହି ପଖାଳର ଚାହିଦା ଟିକେ ଅଲଗା।...

ଇ-ବ୍ୟାଙ୍କିଙ୍ଗ୍‌ କରୁଛନ୍ତି କି? ସୁରକ୍ଷା ପାଇଁ ଆପଣାନ୍ତୁ ଏସବୁ ଟିପ୍ସ

ସଭିଙ୍କ ପାଇଁ ବିଶେଷକରି ମହିଳାମାନେ ବାହାରକୁ ଗଲେ ପର୍ସରେ କ୍ୟାଶ୍‌ ରଖି ଯାଉଥିବାରୁ ଟଙ୍କା ଚୋରି, ଡକାୟତି ଇତ୍ୟାଦିର ଆଶଙ୍କା ରହିଥାଏ; ଯାହାକି ଇ-ବ୍ୟାଙ୍କିଙ୍ଗ ଆସିବା...

ଅନେକ ରୋଗକୁ ଦୂରେଇ ଦିଏ ଏହି ଫୁଲ

ଆପଣଙ୍କ ବଗିଚାରେ ଉଜ୍ଜ୍ୱଳ ଲାଲ, ଧଳା, ଗୋଲାପୀ, ହଳଦିଆ ଏବଂ କମଳା ରଙ୍ଗର ଫୁଲ, ଯାହାକୁ ହିବିସ୍କସ ବା ମନ୍ଦାର କୁହାଯାଏ, ସହଜରେ ଫୁଟିଥିବା ଦେଖିହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri