ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍‌ ଆଶଙ୍କା ଦୂର ହୋଇଥାଏ। ସେହିପରି ନିୟମିତ ଏପରି କଲେ ମେଦବହୁଳତାରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।  ଉଷୁମ ପାଣି ପିଇଲେ ଶରୀରରୁ ବିଷାକ୍ତ ପଦାର୍ଥ ବାହାରିଯିବା ସହିତ ତ୍ୱଚା ସତେଜ ରହିଥାଏ। ପ୍ରତିଦିନ ସକାଳେ ଖାଲି ପେଟରେ ଏବଂ ରାତିରେ ଶୋଇବା ପୂର୍ବରୁ ଏକ ଗ୍ଲାସ ଉଷୁମ ପାଣି ପିଇଲେ କୋଷ୍ଠ କାଠିନ୍ୟରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ପିନ୍ଧିବି ନାହିଁ ଜୋତା, କାହିଁକି ଏମିତି ଶପଥ ନେଲେ ଭାଜପା ଅଧ୍ୟକ୍ଷ ଅନ୍ନାମଲାଇ

ଚେନ୍ନାଇ,୨୬।୧୨: ଗୁରୁବାର କୋଏମ୍ବାଟୁରରେ ଏକ ସାମ୍ବାଦିକ ସମ୍ମିଳନୀରେ ତାମିଲନାଡୁ ଭାଜପା ଅଧ୍ୟକ୍ଷ କେ ଅନ୍ନାମଲାଇ ଜୋତା ଖୋଲି ଦେଇ କହିଛନ୍ତି ଯେ ଆସନ୍ତାକାଲି ଠାରୁ ଡିଏମକେ...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMS ରେ ଭର୍ତ୍ତି

ନୂଆଦିଲ୍ଲୀ,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ମେଡିକାଲ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ...

୨୦୨୫ରେ ଏସବୁ ରାଶିର ବ୍ୟକ୍ତିଙ୍କ ଚମକିବ ଭାଗ୍ୟ: ବଢ଼ିବ ପଦ ପ୍ରତିଷ୍ଠା, ପ୍ରଚୁର ଧନଲାଭର ସୁଯୋଗ…

ଆଉ ଦିନ କେଇଟା ପରେ ଆରମ୍ଭ ହେବ ବର୍ଷ ୨୦୨୫। ଏହି ବର୍ଷ ଶୁକ୍ର ଗ୍ରହଙ୍କ ଚଳନରେ ୧୦ ପରିବର୍ତ୍ତନ ହେବାକୁ ଯାଉଛି। ଏହାର ପ୍ରଭାବ...

ପ୍ରେମିକାଙ୍କୁ ନିଜ ହାତରେ ହାଣି ହତ୍ୟା କଲା ପରେ ଏମିତି କଲେ ପ୍ରେମିକ

ଗୁଆହାଟି,୨୬ା୧୨: ସମଗ୍ର ଭାରତରେ ଏବେ ପ୍ରେମ ସମ୍ପର୍କକୁ ନେଇ ହତ୍ୟାକାଣ୍ଡର ଖବର ଆସିବା ଲାଗି ରହିଛି। ଗୁରୁବାର ସମାନ ଘଟଣାରେ ଆସାମ ରାଜଧାନୀ ଗୁଆହାଟୀରେ ଜଣେ...

ଆପଣଙ୍କ ମକର ରାଶି କି? ଖୁସି ନେଇ ଆସୁଛି ନୂଆବର୍ଷ, ଚାକିରି-ବ୍ୟବସାୟରେ ମିଳିବ ଲାଭ; ପଢ଼ନ୍ତୁ ବାର୍ଷିକ ରାଶିଫଳ

ଆସୁଛି ନୂଆବର୍ଷ ୨୦୨୫। ଏହା ମକର ରାଶିର ଜାତକଧାରୀଙ୍କ ପାଇଁ ବେଶ ଭଲ ରହିବ। ବୃହସ୍ପତିଙ୍କ ପାଇଁ ଏହି ବର୍ଷ ଏମାନଙ୍କୁ ଖୁବ୍‌ ଲାଭ ମିଳିବ।...

CWC ବୈଠକରେ ପହଞ୍ଚିଲେ ନାହିଁ ସୋନିଆ-ପ୍ରିୟଙ୍କା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୬।୧୨: କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ କର୍ନାଟକର ବେଲାଗାଭିରେ ଅନୁଷ୍ଠିତ କଂଗ୍ରେସ ୱାର୍କିଂ କମିଟି (ସିଡବ୍ଲୁସି) ବୈଠକରେ ଯୋଗ ଦେଇନଥିଲେ। ସ୍ବାସ୍ଥ୍ୟଗତ କାରଣରୁ ସେ...

ପତ୍ନୀଙ୍କ ଦେଖାଶୁଣା ପାଇଁ ନେଇଥିଲେ ଭିଆର୍‌ଏସ୍‌, ହେଲେ ଅବସର ଦିନ ଚାଲିଗଲେ ସେ; ଭାବବିହ୍ବଳ କରୁଛି Video

କୋଟା,୨୬।୧୨: କଥାରେ ଅଛି ଦୁଇ ଘଡ଼ିର ଜୀବନ। ମନୁଷ୍ୟ ଭବିଷ୍ୟତକୁ ନେଇ ଅନେକେ ଯୋଜନା କରିଥାଏ ସତ। ହେଲେ ସେସବୁ ପୂରଣ ହେବ କି ନା...

ପୁରୁଷଙ୍କ ତୁଳନାରେ ଅଧିକ ମହିଳା ଦେଇଛନ୍ତି ଭୋଟ…ଲୋକ ସଭା ନିର୍ବାଚନର ସମ୍ପୂର୍ଣ୍ଣ ଡାଟା ଶେୟାର କଲେ ଇସି

ନୂଆଦିଲ୍ଲୀ,୨୬।୧୨: ଚଳିତ ବର୍ଷ ଦେଶରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନ ସମ୍ପର୍କରେ କେନ୍ଦ୍ରୀୟ ନିର୍ବାଚନ ଆୟୋଗ ଏକ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଛନ୍ତି। ଏହି ତଥ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri