ହୋମ୍‌ ଆଇସୋଲେଶନରେ ଥିବା ବ୍ୟକ୍ତିଙ୍କ ଆତ୍ମହତ୍ୟା

ଦମତାରି,୩୧।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଛି। ତେବେ ଛତିଶଗଡ଼ ଦମତାରି ତାଗାପାଣି ଅଞ୍ଚଳର ଜରେ ୩୫ ବର୍ଷୀୟ ଯୁବକ ହୋମ୍‌ ଆଇସୋଲେଶନରେ ରହି ଆତ୍ମହତ୍ୟା କରିଥିବା ଜଣାପଡିଛି। ନିକଟରେ ସେ ତାମିଲନାଡୁରୁ ଫେରିଥିବା ବେଳେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ତାଙ୍କୁ ହୋମ୍‌ ଆଇସୋଲେଶନରେ ରଖିଥିଲା। ହେଲେ ତାଙ୍କ ନିକଟରେ କୌଣସି କରୋନା ଲକ୍ଷଣ ଦେଖାଯାଇ ନ ଥିଲା। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚିବା ପରେ ଏଏସ୍‌ପି ମନିଶା ଠାକୁର କହିଛନ୍ତି ଯୁବକଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ନ ଥିଲା। ତେବେ ଆତ୍ମହତ୍ୟାର କାରଣ ଜଣାପଡି ନ ଥିବା ବେଳେ ଗତବର୍ଷ ଯୁବକ ଜଣକ ତାଙ୍କ ସ୍ତ୍ରୀ ଓ ପୁଅଙ୍କୁ ହରାଇ ସବୁବେଳେ ଡିପ୍ରେଶନରେ ରହୁଥିବା କହିଛନ୍ତି ଏଏସ୍‌ପି। ଘଟଣାର ଯାଞ୍ଚ ପରେ ସତ୍ୟତା ଜଣାପଡିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟିବାୟୋଟିକ୍‌ରେ ଭଲ ହେଉନି ଟାଇଫଏଡ୍‌, ନିମୋନିଆ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୩ା୯: ମୁତ୍ରନଳୀରେ ସଂକ୍ରମଣ (ୟୁଟିଆଇ), ରକ୍ତ ସଂକ୍ରମଣ, ନିମୋନିଆ, ଟାଇଫଏଡ୍‌ ଭଳି କେତେକ ରୋଗ ସାଧାରଣ ଆଣ୍ଟିବାୟୋଟିକ୍‌ରେ ଆଉ ଭଲ ହେଉନାହିଁ। ଏହି ରୋଗ ସୃଷ୍ଟି...

ଏହି ୧୬ ଔଷଧକୁ ବିଷାକ୍ତ ଘୋଷଣା କଲା ଡିସିଜିଆଇ

ନୂଆଦିଲ୍ଲୀ,୨୩ା୯:ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୧୬ଟି ସାଧାରଣ ବ୍ୟବହୃତ ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ଏହି ଔଷଧଗୁଡ଼ିକ ନିୟାମକର ମାନ ଏବଂ ନରାପତ୍ତା ପରୀକ୍ଷାରେ ବିଫଳ...

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି...

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ...

ଚତୁର୍ଥଥର ଭାଜପା ସରକାର ଆସିବ କୌଣସି ଗ୍ୟାରେଣ୍ଟି ନାହିଁ, କିନ୍ତୁ…କାହିଁକି ଏମିତି କହିଲେ ନିତିନ ଗଡକରୀ

ନାଗପୁର,୨୩।୯: ନାଗପୁରରେ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ମୋଦି ସରକାରଙ୍କ ମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ମୁଖ୍ୟ ରାମଦାସ...

ତିରୁପତି ଲଡୁ ବିବାଦ: ମୋଦି ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୨୩।୯: ତିରୁପତି ମନ୍ଦିର ସହ ଜଡିତ ଲଡୁ ବିବାଦରେ ମୋଦିସରକାର ବଡ ପଦକ୍ଷେପ ନେଇଛନ୍ତି। ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଘିଅ ଯୋଗାଣକାରୀ କମ୍ପାନୀକୁ ଏକ କାରଣ...

ନୂଆ ରଣନୀତିରେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୯: ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ନୂଆ ରାଜନୈତିକ ରଣନୀତି ଆପଣାଇଛନ୍ତି। କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ...

ପାତାଳରେ ରହିଲେ ବି ବଞ୍ଚି ପାରିବ ନାହିଁ ଚାଇନା-ପାକିସ୍ତାନ! ଡିଲ ପକ୍କା କରିବେ ଡୋଭାଲ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏଭଳି ଚୁକ୍ତି ହେବାକୁ ଯାଉଛି, ଯାହାକୁ ଶୁଣିଲେ ପାତାଳରେ ଥିବା ଶତ୍ରୁମାନଙ୍କର ଦାନ୍ତବି ଖଟା ହୋଇଯିବ। ଭାରତର କୂଟନୈତିକ,...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri