୧୦୦ ବିମାନ ସହ ୪ର୍ଥ ସ୍ଥାନରେ ସ୍ପାଇସ୍‌ଜେଟ୍‌

ମୁମ୍ବାଇ,୨୭-୫: ଘରୋଇ ବିମାନ କମ୍ପାନୀ ସ୍ପାଇସ୍‌ଜେଟ୍‌ ରବିବାର ଏକ ବୋଇଂ ୭୩୭ ବିମାନକୁ ସାମିଲ କରିଛି। ଫଳରେ କମ୍ପାନୀ ନିକଟରେ ବିମାନ ସଂଖ୍ୟା ଏବେ ୧୦୦ରେ ପହଞ୍ଚିଲାଣି। ଏତେ ସଂଖ୍ୟକ ବିମାନ ରଖିବାରେ ଏୟାର ଇଣ୍ଡିଆ, ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜ୍‌, ଇଣ୍ଡିଗୋ ପରେ ସ୍ପାଇସ୍‌ଜେଟ୍‌ ୪ର୍ଥ ଘରୋଇ ବିମାନ କମ୍ପାନୀ ହୋଇଛି। ବର୍ତ୍ତମାନ ୮ ଘରୋଇ ବିମାନ କମ୍ପାନୀ ଏୟାର ଇଣ୍ଡିଆ, ଇଣ୍ଡିଗୋ, ସ୍ପାଇସ୍‌ଜେଟ୍‌, ଗୋଏୟାର, ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌, ଭିସ୍ତାରା, ଏୟାର ଏସିଆ ଓ ଆଲାଏନ୍ସ ନିକଟରେ ମୋଟରେ ୫୯୫ ବିମାନ ରହିଛି। ସ୍ପାଇସ୍‌ଜେଟ୍‌ ପକ୍ଷରୁ ଏକ ବିବୃତି ଜାରି କୁହାଯାଇଛି ଯେ, ଏହା ଗତମାସରେ ୨୩ ବିମାନ ସାମିଲ କରିଥିଲା। ଏ ସମ୍ପର୍କରେ କମ୍ପାନୀର ସିଏମ୍‌ଡି ଅଜୟ ସିଂ କହିଛନ୍ତି ଯେ, ୨୦୧୪ ଡିସେମ୍ବରରେ ବନ୍ଦ ହେବାକୁ ଯାଉଥିବା ସ୍ପାଇସ୍‌ଜେଟ୍‌ରେ ଆଜି ୧୦୦ ବିମାନ ସାମିଲ ହେବ କେହି ଭାବି ନ ଥିଲେ। କମ୍ପାନୀ ନିକଟରେ ଏବେ ୬୮ ବୋଇଂ ୭୩୭, ୩୦ ବମ୍‌ଓ୍ବାର୍ଡିୟର କ୍ୟୁ-୪୦୦ ଓ ୨ଟି ବି୭୩୭ ଫ୍ରାଇଟର ବିମାନ ରହିଛି। ଏବେ ହାରାହାରି ୬୨ ସ୍ଥାନକୁ ଦୈନିକ ୫୭୫ ଥର ଉଡ଼ାଣ ଭରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri