-୨୬୦ ଲିଟର ମଦ, ପ୍ୟାକିଂ ମେଶିନ ଜବତ, ୩ ଗିରଫ

ପାତ୍ରପୁର,୮ା୫(ଡି.ଏନ୍‌.ଏ.)- ଜରଡ଼ା ପୋଲିସ ଶୁକ୍ରବାର ୧୨ଶହ ପାଉଚ ମଦ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଲଙ୍କା ଗ୍ରାମର ଡି. ବିଗ୍ନେଶ ଓ ବାବନପୁରର ଟି. ଡିଲିରା, ଥଳିବାଡ ଗ୍ରାମର ମାଧବ ଶବର। ସୂଚନା ଅନୁଯାୟୀ, ମାଧବଙ୍କ ଘରୁ ବିଗ୍ନେଶ ଓ ଡିଲାରା ମଦ ଆଣୁଥିବାବେଳେ ଚଢେଇଗଁା ନିକଟରୁ ପୋଲିସ ଧରିଥିଲା। ପରେ ମାଧବଙ୍କ ଘରେ ଚଢାଉ କରି ମଦ ପାଉଚ ତିଆରି ମେଶିନ ଜବତ କରିଥିଲା। ସମୁଦାୟ ୨୬୦ ଲିଟର ମଦ ଜବତ ହୋଇଥିବା ବେଳେ ତିନି ଜଣକୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗା ଭସାଇ ଆସିଲା ବେଳକୁ ଘରେ ବୁଲିଥିଲା କଳାକନା: ତାଲା ଭାଙ୍ଗି ନେଇଗଲେ ସବୁ…

ଜୟପୁର,୧୫ା୧୧(ପବନ ପାଣିଗ୍ରାହୀ): ଜୟପୁର ସହରର ଲିଙ୍ଗରାଜ ନଗରରେ ଏକ ବଡ଼ ଧରଣର ଚୋରି ହୋଇଛି। କେତେକ ଦୁର୍ବୁ୍‌ତ୍ତ ଘରେ ପଶି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ...

ଏମ୍‌ପିଙ୍କ ରାଇକିଆ ପ୍ରତିନିଧି ଭାବେ ସନ୍ତୋଷ ଲେଙ୍କା ମନୋନୀତ

ରାଇକିଆ,୧୬।୧୧:(ପ୍ରଦୀପ ବେହେରା): କନ୍ଧମାଳ ଏମ୍‌ପିଙ୍କ ରାଇକିଆ ବ୍ଲକ ପ୍ରତିନିଧି ଭାବେ ସନ୍ତୋଷ ଲେଙ୍କାଙ୍କୁ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ମନୋନୀତ କରିଛନ୍ତି । ଏ ନେଇ ଏମ୍‌ପି...

ମହାପ୍ରଭୁ ଜଗନ୍ନାଥଙ୍କ ଜମି ହାତେଇବା ଉଦ୍ୟମ, ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ…

ପୁରୀ,୧୬ା୧୧: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି...

ଜଣେ କି ଦୁଇ ଜଣ ନୁହନ୍ତି, ଏକାବେଳକେ ଟଳିପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମା ଛତିଶଗଡ଼ କାଙ୍କେର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୫ ମାଓବାଦୀଙ୍କ ମୃତ୍ୟୁ ...

ଦୁଇ ପରିବାରର ବିବାଦ ନେଇ ମେଡିକାଲରେ ୩ ଦିନ ପଡ଼ିରହିଲା ମୃତଦେହ

ଧରାକୋଟ,୧୬ା୧୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଗାଙ୍ଗପୁରର ଥାନା ଅନ୍ତର୍ଗତ ପଣିବନ୍ଧ ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିବାବେଳେ କାରଣ ଅସ୍ପଷ୍ଟ ରହିଛି।...

ଖତଗଦାରେ ଲୁଚାଇ ରଖିଥିଲେ ଲକ୍ଷାଧିକ ଚୋରି ଟଙ୍କା, ମାଡ଼ି ବସିଲା ହାଇଦ୍ରାବାଦ ପୋଲିସ

ଭୋଗରାଇ,୧୬ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ହାଇଦ୍ରାବାଦ ଅଞ୍ଚଳରୁ ଲୁଟ୍‌ ହୋଇଥିବା ଲକ୍ଷାଧିକ ଟଙ୍କା ବଡ଼ମନ୍ଦାରୁଣୀ ଗ୍ରାମରୁ ଉଦ୍ଧାର ହୋଇଛି।...

ଅନାସ୍ଥା ଭୋଟ୍‌ରେ ପଦ ହରାଇଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା, ମନ୍ତ୍ରୀ କହିଲେ…

ଢେଙ୍କାନାଳ,୧୬ା୧୧(ରତନ ନାୟାର): ଅନାସ୍ଥାରେ ହାରିଗଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ନାୟକ। ଫଳରେ ସଦରରେ ଭୁଶୁଡ଼ି ପଡ଼ିଛି ବିଜେଡି ଗଡ଼। ଶନିବାର ଅନାସ୍ଥା ଭୋଟିଂ...

ବାଲିଯାତ୍ରା କି ବାଣିଜ୍ୟ ମେଳାରେ ଦାରିଙ୍ଗବାଡ଼ି କଫିର ଚାହିଦା ନାହିଁ, ପ୍ରଚାର ପ୍ରସାର ପାଇଁ ଯଦି…

ଦାରିଙ୍ଗବାଡ଼ି,୧୬ା୧୧(ଅରୁଣ ସାହୁ): ଜୈବିକ ପଦ୍ଧତିିରେ ଦାରିଙ୍ଗବାଡ଼ି କଫି ଚାଷ କରାଯାଉଛି। କୋରାପୁଟ ପରେ ଦାରିଙ୍ଗବାଡ଼ି କଫିର ବହୁତ ଚାହିଦା ରହିଛି ହେଲେ ଦାରିଙ୍ଗବାଡ଼ି କଫିକୁ ନେଇ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri