୪୧ ଜଣ ସିଭିଲ ଜଜ୍‌ ନିଯୁକ୍ତ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ସୋମବାର ୪୧ଜଣଙ୍କୁ ସିଭିଲ୍‌ ଜଜ୍‌ ଭାବେ ନିଯୁକ୍ତ କରିଛନ୍ତି। ସେମାନେ ଓଡ଼ିଶା ଜୁଡିସିଆଲ ସର୍ଭିସ୍‌ ପରୀକ୍ଷା-୨୦୧୮ରେ ଉତ୍ତୀର୍ଣ୍ଣ ହୋଇଥିଲେ। ନବନିଯୁକ୍ତ ସିଭିଲ ଜଜ୍‌ମାନେ ହେଲେ ଈପ୍‌ସିତା ଅଭିନନ୍ଦିତା ମିଶ୍ର, ତନ୍ମୟ ରଞ୍ଜନ ଦାସ, ଶ୍ରୁତକୀର୍ତ୍ତି ଆଚାର୍ଯ୍ୟ, ରୀତି ତ୍ରିପାଠୀ, ଚିନ୍ମୟ ଦାସ, ଶ୍ରୀମୟୀ ନନ୍ଦ, ଶୁଭଲକ୍ଷ୍ମୀ ପ୍ରିୟଦର୍ଶିନୀ, ରିତିକା ଗର୍ଗ, ପ୍ରକାଶ କୁମାର କର, ତସଲିମା ଦାସ, ଅଙ୍ଗସ୍ବରୂପା ଚାଟାର୍ଜୀ, ତରୁଣ କୁମାର ସେଠୀ, ରିତିକା ଜେନା, ହିତାଶ୍ରୀ ବେହେରା, ଶୁଭଙ୍କର ମହାନ୍ତି, ପ୍ରଚେତା ପ୍ରିୟଦର୍ଶିନୀ ମହାପାତ୍ର, ପ୍ରବୀଣ କୁମାର ହୋତା, ଶ୍ରାବଣୀ ଆଚାର୍ଯ୍ୟ, ମନୋଜ କୁମାର ଦାସ ମହାପାତ୍ର, ପୂଜା ପ୍ରିୟଦର୍ଶିନୀ ପତି, ସତ୍ୟନାରାୟଣ ଦାଶ, ଦେବଶ୍ରୀ ଦାସ, ପଲ୍ଲବୀ ପ୍ରିୟଦର୍ଶିନୀ ଦାଶ, ହରିମୋହନ ଦାଶ, ପରିଣିତା ନାୟକ, ସ୍ମିତାଶ୍ରୀ ବାଣୀକଲ୍ୟାଣୀ ମିଶ୍ର, ପ୍ରଜ୍ଞାନ ରାଉତ, ଏ. ଅବିନାଶ ନାଇଡୁ, ପ୍ରେରଣାଶ୍ରୀ ଦେଓ, ସୌମ୍ୟାଶ୍ରୀ ମହାପାତ୍ର, ସୁମନ୍ତ କୁମାର ପଟ୍ଟନାୟକ, ନଜେଦା ଖାତୁନ, ମୋନାଲି ବେହେରା, ଅନୁସମ ଦାଶ, ପ୍ରଦୋଷ କୁମାର ଦାଶ, ସୋନ୍ସି ସେନାଇଲ, ସୋମେଶ ସୌମ୍ୟଜିତ୍‌ ପଣ୍ଡା, ସୋନାଲି ମହାନ୍ତି, ଶ୍ରେୟା ରିତୁପର୍ଣ୍ଣା ସାହୁ, ସୁଧା ଶ୍ରୀ ସୁରଝାଲିଆ ଓ ଅଶ୍ୱିନୀ କୁମାର ସାହୁ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ପରିଚୟପତ୍ର ସଂଶୋଧନ ପାଇଁ ଶିକ୍ଷକ ନେଲେ ହଜାରେ, ‘ଭୁଲ୍‌’ ପଚାରିବାରୁ ମହିଳାଙ୍କୁ ମାଡ଼

ମହାକାଳପଡ଼ା,୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହିଳାଙ୍କ ଭୋଟ ପରିଚୟପତ୍ର ସଂଶୋଧନ କରିବାକୁ ଜଣେ ଶିକ୍ଷକ ହଜାରେ ଟଙ୍କା ନେଇଥିଲେ। ଏହା ଠିକ୍‌ ଭାବେ ସଂଶୋଧନ ନ ହେବାରୁ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ

ସମ୍ବଲପୁର, ୨୮ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ବଡ଼ଡୁଙ୍ଗୁରୀ ଗ୍ରାମରେ ୨୦୨୦ ନଭେମ୍ବର ୮ ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାର ରାୟ...

ନର୍ସିଂ ଆନ୍ଦୋଳନକୁ ନେଇ ବଡ଼ ଖବର, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୮।୯: ୪ଦିନର କାର୍ଯ୍ୟବନ୍ଦ ଆନ୍ଦୋଳନ ପରେ ଶନିବାର ନର୍ସିଂ କର୍ମଚାରୀଙ୍କ ସହ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଲୋଚନା କରିଛନ୍ତି। ସରକାର ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର...

ମୋହନ ସରକାରଙ୍କ ବଡ଼ ଘୋଷଣା, ବଢିଲା ଅବଧି…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି...

ଥମୁନି ଦାଦନ ଦୁଃଖ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୁଳ ରାମପୁର,୨୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡିରେ ପୁଣି ଦାଦନ ଦୁଃଖ। ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି...

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଗୋପାଳକ ଓ ଦୁଗ୍ଧଚାଷୀଙ୍କୁ ମିଳିବ…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି...

ଆର୍‌ଏସ୍‌ପିରେ ବଡ଼ ଧରଣର ବିସ୍ଫୋରଣ

ରାଉରକେଲା,୨୮।୯(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି)ର ଷ୍ଟିଲ୍‌ ମେଲ୍‌ଟିଂ ଶପ୍‌ (ଏସ୍‌ଏମ୍‌ଏସ୍‌)-୧ କନଭର୍ଟରରେ ଶନିବାର ବିସ୍ପୋରଣ ଘଟିଛି। ଫଳରେ ୪ଜଣ ସ୍ଥାୟୀ ଏବଂ ଜଣେ...

ଭଦ୍ରକ ତୁମୁଳକାଣ୍ଡର ୭ ଅଭିଯୁକ୍ତ ଗିରଫ: ଏସ୍‌ପି କହିଲେ…

ଭଦ୍ରକ,୨୮।୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri