Posted inଜାତୀୟ

୫ହଜାର ଟଙ୍କା ପାଇଁ ଅଢ଼େଇ ବର୍ଷର ଶିଶୁକୁ ଅତି ନିର୍ମମ ଭାବେ ହତ୍ୟା

ଲକ୍ଷ୍ନୌ,୭।୬: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଚିତ୍ର ସାମ୍‌ନାକୁ ଆସିଛି। ମାତ୍ର ୫ହଜାର ଟଙ୍କା ପାଇଁ ଜଣେ ଅଢ଼େଇ ବର୍ଷର ଶିଶୁକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଅଲୀଗଡ଼ର ଟପ୍ପଲ ଥାନା ଅନ୍ତର୍ଗତ ବୁଢ଼ା ଗଁାରେ ପୀଡ଼ିତଙ୍କ ପରିବାର ଅନ୍ୟ ଜଣଙ୍କଠାରୁ ୪୦ହଜାର ଟଙ୍କା କରଜ କରିଥିଲେ। ତେବେ ୩୫ହଜାର ଟଙ୍କା ସୁଝି ଦେଇଥିବା ବେଳେ ଆଉ ୫ହଜାର ଟଙ୍କା ପାଇଁ ବିବାଦ ଲାଗି ରହିଥିଲା। ମେ ୩୧ରେ ତାଙ୍କ ଅଢ଼େଇ ବର୍ଷର ଶିଶୁ ଘରୁ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଥିଲେ। ହେଲେ ନିଖୋଜର ୫ ଦିନ ପରେ ଶିଶୁଟରି ମୃତଦେହ ଏକ ମଇଳା ଗୋଦାରୁ ଉଦ୍ଧାର କରାଯାଇଥିଲା। ମୃତଦେହକୁ କୁକୁର ପଲ ଝୁଣି ଖାଉଥିବା ବେଳେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ତେବେ ପୋଲିସ ଏହି ମାମଲାରେ ୨ ଅଭିଯୁକ୍ତଙ୍କୁ ଗିରଫ କର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରେ ୬ ମାସର ଶିଶୁ HMPV ଆକ୍ରାନ୍ତ

ନୂଆଦିଲ୍ଲୀ,୬।୧: ଚିନ୍ତା ବଢାଇଲାଣି HMPV ମାମଲା। କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ...

ଜେଲ୍‌ରେ ଥାଇ ଅନଶନ କରିବେ ପ୍ରଶାନ୍ତ କିଶୋର: ଜାମିନ ନେବାକୁ କଲେ ମନା

ପାଟନା,୬।୧: ଜନ ସୁରଜ ପାର୍ଟିର ମୁଖ୍ୟ ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିପିଏସ୍‌ପି ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ...

୫୦ ଫୁଟ ଉପରକୁ ଉଡ଼ିଲା ସେନା ଗାଡ଼ି: ଗଛଡାଳରେ ଲାଗିଛି ଗାଡ଼ି ଯନ୍ତ୍ରାଂଶ

ରାୟପୁର,୬।୧: ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର କୁଟ୍ରୁ-ବେଡ୍ରେ ରାସ୍ତାରେ ମାଓବାଦୀମାନେ ସୋମବାର ଆଇଇଡି ବିସ୍ଫୋରଣ ଖଞ୍ଜି ଯବାନଙ୍କ ଏକ ଗାଡ଼ିକୁ ଉଡ଼ା ଦେଇଛନ୍ତି। ବିସ୍ଫୋରଣରେ ୯ଜଣ...

ଭାରତରେ HMPV ମାମଲା ଚିହ୍ନଟ: ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ ସରକାର

ନୂଆଦିଲ୍ଲୀ,୬।୧: ଚାଇନାରେ HMPV ମାମଲା ଭାରତରେ ୩ ଜଣଙ୍କ ଦେହରେ ଚିହ୍ନଟ ହୋଇଛି। HMPV ଭୂତାଣୁ କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ମାମଲା ସାମ୍ନାକୁ...

ସେନା ଗାଡ଼ି ଉଡାଇଦେଲେ ମାଓବାଦୀ: ୯ ଯବାନ ଶହୀଦ

ରାୟପୁର,୬।୧: ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର ଜିଲାରେ ସୋମବାର ମାଓବାଦୀମାନେ ଏକ ବଡ଼ ଧରଣର ଆଇଇଡି ବିସ୍ଫୋରଣ ଘଟାଇଛନ୍ତି। ଯବାନମାନେ ଯାଉଥିବା ଏକ ଗାଡ଼ିକୁ ଆଇଇଡି...

କାନ୍ଦିପକାଇଲେ ମୁଖ୍ୟମନ୍ତ୍ରୀ: ଭୋଟ ପାଇଁ ମୋ ବାପାଙ୍କୁ…

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶି ଭାବପ୍ରବଣ ହୋଇପଡିଛନ୍ତି। ରମେଶ ବିଧୁରୀଙ୍କ ବକ୍ତବ୍ୟର ଜବାବ ଦେଇ ସେ କହିଛନ୍ତି, ମୋ ବାପା ଜଣେ ଶିକ୍ଷକ। ସେ ଏତେ...

କୌଣସି ବାହାର ଦେଶ ଗସ୍ତ କରି ନାହାଁନ୍ତି ପରିବାର, କେମିତି HMPV ସଂକ୍ରମିତ ହେଲେ ୮ ମାସର ଶିଶୁ? ବିଶେଷଜ୍ଞ କହିଲେ…

ନୂଆଦିଲ୍ଲୀ,୬।୧: କର୍ନାଟକରେ ୩ମାସ ଓ ୮ ମାସ ବୟସର ଦୁଇ ଶିଶୁ ହ୍ୟୁମାନ ମେଟାପ୍ନୁମୋଭାଇରସ (HMPV)ର ସଂକ୍ରମଣ ଥିବା ଦେଖିବାକୁ ମିଳିଛି। ଏହି ଜୀବାଣୁ ଚାଇନାରେ...

ବଢିଲାଣି HMPV ସଂକ୍ରମଣ! ଭୟଭୀତ ହୋଇପଡୁଛନ୍ତି ଜନତା, କର୍ନାଟକ ପରେ ଏବେ ଗୁଜରାଟ

ନୂଆଦିଲ୍ଲୀ,୬।୧: ଚାଇନାରେ ବ୍ୟାପିଥିବା ମାନବ ମେଟାପ୍ନୁମୋଭାଇରସ (HMPV) ସଂକ୍ରମଣ ଏବେ ଭାରତରେ ପହଞ୍ଚିଛି। ସୂଚନା ଦେଇ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) କହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri