ଅଗ୍ନିକାଣ୍ଡ: ୨୦ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ

ମାଲକାନଗିରି,୨୭ା୫(ଡି.ଏନ୍‌.ଏ.)- ମାଲକାନଗିରି ସଦର ମହକୁମାରେ ଥିବା ଏକ ବ୍ୟବସାୟ ପ୍ରତିଷ୍ଠାନରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୨୦ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡିଯାଇଛି। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ କରିଥିଲେ। ଈଶ୍ୱର ପଟ୍ଟନାୟକଙ୍କ ଏହି ବ୍ୟବସାୟ ପ୍ରତିଷ୍ଠାନରେ କାଗଜଖୋଲି, ଆଟା ଖୋଲି, ଏବଂ ଖଲି ତିଆରି ମେଶିିନ୍‌ ସହ ଏହା ପରିସରରେ ଥିବା ଆଇସ୍‌କ୍ରିମ୍‌ ଗୋଦାମର ୬ଟି ଫ୍ରିଜ୍‌, କମ୍ପ୍ୟୁଟର, ଲାପଟପ୍‌, ନଗଦ ଟଙ୍କା ସହ ଆସବାବପତ୍ର ସମ୍ପୂର୍ଣ୍ଣ ପୋଡି ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ

ମାଲକାନଗିରି,୨୧।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି । ମାଲକାନଗିରି ଜିଲା ଏମ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ଏହି ଗୁଳି...

ନିଆଁ ଲାଗି ଜଳିଗଲା ହୋଟେଲ

ଏମ୍‌ଭି ୭୯,୧୮ା୧୧(ଭିକି ବାରିକ): ମାଲକାନଗିରି ଜିଲା ଏମ୍‌ଭି ୭୯ ଶିବମନ୍ଦିର ସମ୍ମୁଖରେ ଥିବା ଏକ ହୋଟେଲରେ ସୋମବାର ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ଜଳି ଯାଇଛି।...

ସୁରକ୍ଷା ବାହିନୀଙ୍କୁ ଟାର୍ଗେଟ କରି ଖଞ୍ଜୁଥିଲେ ବିସ୍ଫୋରକ ସାମଗ୍ରୀ: ମାଡ଼ି ବସିଲେ ଯବାନ

ମାଲକାନଗିରି, ୧୭।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲାରେ ଯବାନଙ୍କ ତଲାସି ଅଭିଯାନ ସମୟରେ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ମାଓବାଦୀ...

ଜଣେ କି ଦୁଇ ଜଣ ନୁହନ୍ତି, ଏକାବେଳକେ ଟଳିପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମା ଛତିଶଗଡ଼ କାଙ୍କେର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୫ ମାଓବାଦୀଙ୍କ ମୃତ୍ୟୁ ...

ମାଓବାଦୀଙ୍କ ବର୍ବରତା: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ କଲେ ହତ୍ୟା

ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି । ସେ ହେଲେ ସୁବଳ ଦୁଲାରୁ...

ଅପରେଶନବେଳେ ଜଙ୍ଗଲରୁ ୩ ମିଲିସିଆଙ୍କୁ ଗିରଫ କଲେ ସୁରକ୍ଷାବାହିନୀ

ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ବିଜାପୁର ନେମେଡ ଅଞ୍ଚଳରୁ ୩ ମିଲିସିଆଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋନୁ ଓୟମ, ସନୁ ଲେକାମ ଓ...

ମାଓବାଦୀ ଭୟ: ୨୧ବର୍ଷ ପରେ ଗାଁକୁ ଫେରିଲେ ଲୋକେ

ମାଲକାନଗିରି,୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ମାଓବାଦୀ ଭୟ ଯୋଗୁ ୨୦୦୩ରୁ ନିଜ ଗାଁ ଦେଖି ନ ଥିବା ଲୋକେ ମଙ୍ଗଳବାର ଗାଁକୁ ଫେରିଛନ୍ତି। ଏଭଳି ଦେଖିବାକୁ ମଳିଛି ଛତିଶଗଡ଼ ନାରାୟଣପୁର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri