ଅଚାନକ ଓୟୁଏଟିରେ ପହଞ୍ଚିଲେ ୫ଟି ସଚିବ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ୫ଟି ସଚିବ ଭି.କେ ପାଣ୍ଡିୟାନ ସୋମବାର ସକାଳୁ ହଠାତ୍‌ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପ୍ରାଙ୍ଗଣରେ ପହଞ୍ଚଥିଲେ। ସେଠାରେ ଓୟୁଏଟିର ଛାତ୍ରାବାସ ଏବଂ ମେସ୍‌ ସୁବିଧା ଉପରେ ନିରୀକ୍ଷଣ କରିବା ସହ ବିଶ୍ୱବିଦ୍ୟାଳୟ ସମ୍ବନ୍ଧରେ ଅଧିକାରୀଙ୍କ ସହ କଥାବାର୍ତ୍ତା ହୋଇଥିଲେ।

Share