Advertisement
Categories: ଜାତୀୟ

ଅଚାନକ ଜିଲା ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଯୋଗୀ

ଲକ୍ଷ୍ନୌ,୨୯।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶନିବାର ଅଚାନକ ଭାବେ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ରୋଗୀଙ୍କୁ ଭେଟିବା ସହ ହସ୍ପିଟାଲରେ ଉବଲବ୍ଧ ହେଉଥିବା ସୁବିଧା ଅସୁବିଧା କଥା ମଧ୍ୟ ପଚାରି ବୁଝିଥିଲେ। ଆଗକୁ ବର୍ଷାଦିନ ଆସୁଥିବାରୁ ହସ୍ପିଟାଲରେ ଆବଶ୍ୟକ ସୁବିଧା ସୁଯୋଗ ରହିଛି କି ନା ତାହା ଜାଣିବାକୁ ଚାହୁଁଥିଲେ ମୁଖ୍ୟମନ୍ତ୍ରୀ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share