Categories: ଜାତୀୟ

ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ ସଫଳତା, ଜଣେ ଆତଙ୍କବାଦୀ ମୃତ

ଜମ୍ମୁ,୧୧ ।୧୦: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣେ ଆତଙ୍କବାଦୀ ନିହତ ହେଇଥିବା ସୂଚନା ମିଳିଛି । ବନ୍ଦିପୋରା ହାଜିନର ଗୁଣ୍ଡଜାହାଙ୍ଗିରରେ ଆରମ୍ଭ ହୋଇଥିଲା ଏହି ଏନକାଉଣ୍ଟର । ଜମ୍ମୁ-କଶ୍ମୀର ପୋଲିସ ଓ ସରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ଏହି ସର୍ଚ୍ଚ ଅପରେଶନ କରାଯାଇଥିବା ବେଳେ ଏଥିରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ହୋଇଥିଲା । ଜଣେ ଆତଙ୍କବାଦୀ ନିହତ ହେବା ସହ ପୋଲିସ ଓ ସୁରକ୍ଷା କର୍ମୀଙ୍କୁ ଏକ ପିସ୍ତଲ ଓ ଏକ ଗ୍ରେନେଡ ମିଳିଛି ।

Share