ଅନୁଗୋଳରେ କାଳବୈଶାଖୀ:ଗଛ ଭାଙ୍ଗି ରାସ୍ତା ବନ୍ଦ, ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ଅନୁଗୋଳ ଅଫିସ, ୨୩।୪ଅନୁଗୋଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଲୋକଙ୍କୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ବହୁ ସ୍ଥାନରେ ଗଛ ଡାଳ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ବେଳେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଯାଇଥିଲା। ସକାଳେ ଚିକ୍‌ଚିକ୍‌ ଖରା ଥିଲେ ବି ଅପରାହ୍ନରେ ଆକାଶ ହଠାତ୍‌ ମେଘାଚ୍ଛନ୍ନ ହୋଇଯାଇଥିଲା। ଏହାପରେ ଜୋରଦାର ପବନ ସାଙ୍ଗକୁ ୧ ଘଣ୍ଟା ଧରି ବର୍ଷା ଚାଲିଥିଲା। ଫଳରେ ସହର ଓ ସହର ଉପକଣ୍ଠର ବିଭିନ୍ନ ସ୍ଥାନରେ ବହୁ ଗଛ ଭାଙ୍ଗି ରାସ୍ତାରେ ପଡ଼ିଥିଲା। ଏଥିଯୋଗୁ ଯାତାୟାତ କିଛି ସମୟ ପାଇଁ ବନ୍ଦ ହୋଇଯାଇଥିଲା। ସେହିପରି ବିଦ୍ୟୁତ୍‌ ସରବରାହ ମଧ୍ୟ ବନ୍ଦ ରହିଥିଲା। ତେବେ ବର୍ଷା ଛାଡ଼ିବା ପରେ ରାସ୍ତାରୁ ଗଛ ଡାଳ ସଫା କରାଯିବା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୬ ପର୍ଯ୍ୟଟକଙ୍କ ହତ୍ୟା ପ୍ରତିବାଦରେ କ୍ୟାଣ୍ଡେଲ ଶୋଭାଯାତ୍ରା

ରୁପ୍ରାରୋଡ ୨୫।୪ (ସଞ୍ଜିବ ଦାସ): ଦକ୍ଷିଣ ଭାରତର ପ୍ରମୁଖ ପର୍ଯ୍ୟଟନସ୍ଥଳ ଜମ୍ଭୁକଶ୍ମୀରସ୍ଥିତ ପହଲଗାମରେ ଇସଲାମିକ ଆତଙ୍କବାଦୀଙ୍କ ବର୍ବର ଆକ୍ରମଣରେ ୨୬ରୁ ଉଦ୍ଧର୍‌ବ ପର୍ଯ୍ୟଟକ ପ୍ରାଣ ହରାଇଥିବାବେଳେ...

୨ଶହ ଟଙ୍କା ପାଇଁ ପୁଅର କାଠବେଣ୍ଟ ମାଡ଼ରେ ବାପ ମୃତ

ରାଉରକେଲା,୨୫।୪(ସଙ୍ଗୀତା ଜେନା): ଦକ୍ଷିଣ ରାଉରକେଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ ଆଇଡିଏଲ୍‌ ଗୋପବନ୍ଧୁନଗରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୨ଶହ ଟଙ୍କା ଦେବାକୁ ରାଜି ନ...

ମହିଳାଙ୍କୁ ଗଣବଳାତ୍କାର: ୫ ସମ୍ପର୍କୀୟ ଗିରଫ

ଦେବଗଡ,୨୫।୪(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନାଂଚଳର ଏକ ନିର୍ଦ୍ଦିଷ୍ଟ ଗ୍ରାମରେ ଘଟିଥିବା ଗଣବଳାତ୍କାର ଘଟଣାରେ କୁଣ୍ଢେଇଗୋଳା ଥାନା ପୋଲିସ ପୀଡିତାଙ୍କର ୫ ଜଣ ସମ୍ପର୍କୀୟଙ୍କୁ ଗିରଫ...

ସମିତିସଭ୍ୟ ଉପନିର୍ବାଚନ: ଭାଜପା ସମର୍ଥିତ ଶ୍ୟାମସୁନ୍ଦର ବିଜୟୀ

ବେଲଗୁଣ୍ଠା,୨୪ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। ଗୁରୁବାର ଭୋଟ୍‌ ଗଣତି କରାଯାଇ...

ଜାଲ ସାର୍ଟିଫିକେଟ୍‌ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ

ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍‌ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍‌। ସିବିଆଇର ଏକ ଟିମ୍‌ ବଲାଙ୍ଗୀରରେ ପହଞ୍ଚି...

ପଞ୍ଚାୟତିରାଜ ଅନୁଷ୍ଠାନ ସଶକ୍ତ ହେଲେ ବିକଶିତ ଓଡ଼ିଶା ସମ୍ଭବ

ବରଗଡ,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ...

ଜନସମ୍ପର୍କ ଶିବିର: ପୋଲିସ-ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ସୃଷ୍ଟି କରିବାକୁ ପ୍ରୟାସ

ଥୁଆମୂଳ ରାମପୁର,୨୫।୪(ଦୁର୍ଗା କୀର୍ତ୍ତି): ପୋଲିସ ଓ ସାଧାରଣ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ସ୍ଥାପନ କରିବା ପାଇଁ ବିଭିନ୍ନ ଦୁର୍ଗମ ଅଞ୍ଚଳରେ ପୋଲିସର ଜନସମ୍ପର୍କ ଶିବିରମାନ ଆୟୋଜନ...

ପହଲଗାମ ମୃତକଙ୍କୁ ନାଗରିକ ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଜମ୍ମୁ-କଶ୍ମୀରର ପହଲଗାମ ଠାରେ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ମୃତ୍ୟୁବରଣ ହୋଇଛନ୍ତି। ସେମାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image