ଅନୁଗୋଳରେ ପ୍ରତାପ ପ୍ରଧାନ ୭୨ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୭୨ ଭୋଟରେ ଆଗରେ ରହିଛନ୍ତି। ବିଜେଡିର ରଜନୀକାନ୍ତ ସିଂ ୧୧୬୩୫ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୧୧୭୦୭ଭୋଟ ପାଇଛନ୍ତି। କଂଗ୍ରେସର ବିଳ୍ପବ ଜେନା ୫୧୯୪ ଖଣ୍ଡ ଭୋଟ ପାଇଛନ୍ତି।