ଅନୁଗୋଳରେ ରଜନୀକାନ୍ତ ୨୪୩୬ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୨୪୩୬ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୩୨୫୬୮ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୩୦୧୩୨ ଭୋଟ ପାଇଛନ୍ତି। କଂଗ୍ରେସର ବିଳ୍ପବ ଜେନା ୧୪୪୯୫ ଖଣ୍ଡ ଭୋଟ ପାଇଛନ୍ତି।