ଅନୁଗୋଳରେ ରଜନୀକାନ୍ତ ୬୦୪୪ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୩ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୬୦୪୪ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୫୪୫୩୫ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୪୮୪୯୧ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଳ୍ପବ ଜେନା ୨୫୮୭୫ ଖଣ୍ଡ ଭୋଟ ପାଇଛନ୍ତି।