ଅନୁଗୋଳରେ ରଜନୀକାନ୍ତ ୬୫୪୯ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୫ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୬୫୪୯ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୫୯୬୭୭ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୫୩୧୨୮ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଳ୍ପବ ଜେନା ୨୭୬୨୩ ଖଣ୍ଡ ଭୋଟ ପାଇଛନ୍ତି।