ଅନୁଗୋଳ ପରେ ବୌଦ୍ଧକୁ ଡେଇଁଲା କରୋନା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ସନ୍ଧ୍ୟାରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ ଓ ଅନୁଗୋଳରୁ ୨ ଜଣ ରହିଥିବାବେଳେ ଗଞ୍ଜାମରୁ ୭, ବୌଦ୍ଧରୁ ୩ ଓ ଯାଜପୁରରୁ ଜଣେ ଆକ୍ରାନ୍ତ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଅନୁଗୋଳ ପରେ ବୌଦ୍ଧ ଜିଲା ରବିବାର କୋଭିଡ ମ୍ୟାପରେ ସାମିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ନାବାଳକ ଜୀବନ୍ତ ଦଗ୍ଧ

ବୌଦ୍ଧ,୧୧।୧: ବୌଦ୍ଧ ଜିଲା ବାଉଁଶୁଣୀ ଥାନା ବଲାକିରା ଗାଁରେ ଶନିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁ ପୋଇଁବା ବେଳେ ୨ଜଣ ନାବାଳକ ଜୀବନ୍ତ...

ଧନୁଯାତ୍ରା ମହୋତ୍ସବର ନବମ ଦିନ: ବେନିଭାଇଙ୍କୁ ମେଲାଣୀ, ଭାବବିହ୍ବଳ ହେଲେ ଗୋପପୁରବାସୀ

ମଥୁରାନଗରୀ/ଗୋପପୁର,୧୧।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଶନିବାର ଥିଲା ନବମ ଦିବସ। ଗୋପପୁରରୁ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ଧରି ଅକ୍ରୂର ମଥୁରାନଗରୀ...

ଲିଙ୍କ ଉପରେ କ୍ଲିକ୍‌ କରିବା ପରେ ଆକାଉଣ୍ଟରୁ ଚାଲିଗଲା ୫୦ ହଜାର

ଗୋପାଳପୁର,୧୧ା୧(ନବୀନ ରାଜ ଆଚାରୀ): କିଛି ମାସ ହେଲା ରାଜ୍ୟରେ ସାଇବ ଠକେଇ ସଂଖ୍ୟା ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଗୋପାଳପୁର ଥାନାରେ ଏକ ଠକେଇ ମାମଲା...

ଥମୁନି ଦାଦନ ଦୁଃଖ: ଆନ୍ଧ୍ରପ୍ରଦେଶରରେ ଓଡ଼ିଶା ଦାଦନ ଶ୍ରମିକଙ୍କ ମୃତ୍ୟୁ

କୁନ୍ଦୁରା,୧୧।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍‌ କେରମେଟି ପଞ୍ଚାୟତ ସଦରର ଶୁକଦେବ ଦୁରୁଆ(୨୩)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ହୋଇଛି। ସେ ୩ ମାସ ହେଲା...

ଥରୁଛି ଜି. ଉଦୟଗିରି: ସବୁଠାରୁ ଥଣ୍ଡା ସହର ଚିହ୍ନଟ

ଜି.ଉଦୟଗିରି, ୧୧ା୧(ଶିଶିର ପଟ୍ଟନାୟକ): କନ୍ଧମାଳନ୍‌ ଜିଲା ଜି.ଉଦୟଗିରି ସହରରେ ଚଳିତ ମାସ ୧ ତାରିଖରୁ ଶୀତ ଲହର ଜାରି ରହିଛି। ଶନିବାର ସର୍ବନିମ୍ନ ତାପମାତ୍ରା ୪.୮...

ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଲା ଟ୍ରାକର

ଭୁବନେଶ୍ୱର,୧୧।୧: ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଛି ସୌର ଚାଳିତ ଟ୍ରାକର। ଚିଲିକା ନଳବଣକୁ ଆସିଥିବା ବିଦେଶୀ ପକ୍ଷୀ ଫ୍ଲେମିଙ୍ଗୋ ଦେହରେ ଏହି ଟ୍ରାକର...

‘ସୁଭଦ୍ରା’ରେ ପୁନଃସାମିଲ ହେଲେ ୮ହଜାରରୁ ଅଧିକ ଆବେଦନକାରୀ

ଭୁବନେଶ୍ୱର,୧୦ା୧: ସୁଭଦ୍ରା ଯୋଜନାରେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଥିବା ଆବେଦନକାରୀ ପୁନଃସାମିଲ ହୋଇଛନ୍ତି। ଶନିବାର ସୁଦ୍ଧା ସୁଭଦ୍ରା ଯୋଜନାରେ ପୁଣି ୮ ହଜାରରୁ ଅଧିକ ଆବେଦନକାରୀ...

ଆକ୍ରମଣ ମହଙ୍ଗା ପଡିଲା: ଆଜିଠୁ ଏନିମଲ୍ ରୋବୋଟିକ୍ ଶୋ ବନ୍ଦ

ମଥୁରାନଗରୀ, ୧୧।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ଉପଲକ୍ଷେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ମୀନାବଜାର ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image