ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଫଳାଫଳ ପ୍ରକାଶିତ: ପାସ୍‌ ହାର ୮୫.୩୧%, ବିଜ୍ଞାନରେ ମଧୁସ୍ମିତା ବେହେରା ଟପ୍ପର

ଅନୁଗୋଳ ଅଫିସ,୭।୬: ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ସ୍ନାତକୋତ୍ତର ଫଳାଫଳ ପ୍ରକାଶ ପାଇଛି। ସ୍ନାତକରେ କଳାରେ ପାସ ହାର ୮୫.୩୧ ପ୍ରତିଶତ ଥିବାବେଳେ ବିଜ୍ଞାନରେ ୯୨.୮୩ ପ୍ରତିଶତ ଓ ବାଣିଜ୍ୟରେ ୭୧.୮୩ ପ୍ରତିଶତ ରହିଛି। ସେହିପରି ସ୍ନାତକୋତ୍ତରରେ ପାସ୍‌ ହାର ୯୭.୮୭ ପ୍ରତିଶତ ରହିଛି। ଅପରପକ୍ଷରେ ବିଜ୍ଞାନରେ ମଧୁସ୍ମିତା ବେହେରା ଶ୍ରେଷ୍ଠ ସ୍ନାତକ ହୋଇଥିବାବେଳେ କଳାରେ ସୁବ୍ରତ ପ୍ରଧାନ ଓ ବାଣିଜ୍ୟରେ ଗୁରୁପ୍ରସାଦ ସାହୁ ହୋଇଛନ୍ତି। ତେବେ ବିଭିନ୍ନ ବିଭାଗର ୧୮ଟି ଅନର୍ସରେ ୧୩ ଜଣ ଛାତ୍ରୀ ପ୍ରଥମ ହୋଇଥିବାବେଳେ ୫ ଜଣ ପୁଅ ପ୍ରଥମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ତାରିଖକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୫ା୧୦: ଓଡ଼ିଶାରେ ପାରମ୍ପରିକ ଭାବେ ଗୋଟିଏ ଦିନରେ ପାଳନ କରାଯାଉଥିବା କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାର ତାରିଖକୁ ନେଇ ଚଳିତ ଦ୍ୱନ୍ଦ୍ୱ ଦେଖାଦେଇଛି। କ୍ୟାଲେଣ୍ଡରରେ...

ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ବିରୋଧୀ ଦଳ ଉପନେତା, ରେଢ଼ାଖୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା...

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।...

କବାଟ ଭାଙ୍ଗି ଘରୁ ସୁନାଗହଣା, ଟଙ୍କା ଚୋରି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗୁଡ଼ିଆଗଳି ବାସିନ୍ଦା ସୁଦର୍ଶନ ସାହୁଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୪୦ ହଜାର ଟଙ୍କା ଏବଂ ବହୁ ପରିମାଣର ସୁନାଗହଣା...

ସୌଜନ୍ୟ ବଦଳରେ ସ୍ବଜନ୍ୟ ଲେଖାକୁ ନେଇ ଉଦବେଗ ପ୍ରକାଶ କଲେ ପର୍ଯ୍ୟଟକ

ଦାରିଙ୍ଗବାଡି, ୨୯।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶାର କାଶ୍ମୀର ଭାବେ ବହୁ ପରିଚିତ। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲିବାକୁ ଆସୁଛନ୍ତି...

ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ କରିଥିଲେ ହତ୍ୟା: କୋର୍ଟ ଶୁଣାଇଲେ ଆଜୀବନ କାରାଦଣ୍ଡ 

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଥାନା ଅନ୍ତର୍ଗତ ଆଖୁପଦର ଗ୍ରାମର ଗୀତାଞ୍ଜଳୀ ମୁଳିଙ୍କୁ ତାଙ୍କ ସ୍ବାମୀ ରାଜୁ ମୁଳିି ୨୦୨୩ ମସିହା ମେ ମାସ...

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ରାଜନଗର,୨୧ା୨( ଭାସ୍କର ରାଉତରାୟ ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ...

ଅଟୋ ଚଲାଇଲେ ମନ୍ତ୍ରୀ, ବସିଲେ ଏମ୍‌ଏଲ୍‌, ଏମ୍‌ପି

ଗଜପତି,୭।୧୧(ଗିରିଧାରୀ ପରିଛା): ଦିନିକିଆ ଗଜପତି ଜିଲା ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ  ଗକୁଳ ମଲ୍ଲିକ। ୨ଦିନ ଧରି ପ୍ରଶାସନିକ ତରଫରୁ ଆୟୋଜିତ ମତ୍ସ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri